କୋର୍ଟଙ୍କ ନୋଟିସକୁ ନେଇ ଇମ୍ରାନ ଖପ୍ପା

ଇସଲାମାବାଦ,୫ା୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କୋର୍ଟରେ ଏକ ପିଟିଶନ ଦାଖଲ କରିଥିବା ସ୍ଥାନୀୟ ଗଣମାଧ୍ୟମ ସୂଚନା ଦେଇଛି। ପାକିସ୍ତାନର ନିର୍ବାଚନ ଆୟୋଗ ଇମ୍ରାନ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଫଓ୍ବାଦ ଚୌଧୁରୀଙ୍କ ବିରୋଧରେ ଅବମାନନା ନୋଟିସ ଜାରି କରିଛନ୍ତି। ପାକିସ୍ତାନୀ ନିର୍ବାଚନ କମିଶନର ସିକନ୍ଦର ସୁଲତାନ ରାଜା ଏବଂ ନିବାଚନ ଆୟୋଗର ଅନ୍ୟ ସଦସ୍ୟଙ୍କ ବିରୋଧରେ ଅଭିଯୋଗ ଆଣିବା ନେଇ ନିର୍ବାଚନ ଆୟୋଗ ଦୁଇ ନେତାଙ୍କ ବିରୋଧରେ ଅବମାନନା ନୋଟିସ ଜାରି କରିଥିଲେ।

ଲାହୋର ହାଇକୋର୍ଟ ଶୁଣାଣି ପାଇଁ ବେଞ୍ଚ ଗଠନ କରିଛନ୍ତି। ଲାହୋର ହାଇକୋର୍ଟ (ଏଲ୍‌ଏଚସି) ପ୍ରଧାନ ବିଚାରପତି ଅମୀର ଭଟ୍ଟୀ ବୁଧବାର ଇମ୍ରାନ ଏବଂ ଫଓ୍ବାଦ ଚୌଧୁରୀଙ୍କ ନିବେଦନ ଶୁଣିବା ପାଇଁ ଏକ ବେଞ୍ଚ ଗଠନ କରିଛନ୍ତି। ତିନି ସଦସ୍ୟ ବିଶିଷ୍ଟ ବୃହତ ବେଞ୍ଚରେ ଜଷ୍ଟିସ ସଦାକତ ଅଲୀ ଖାନ, ଜଷ୍ଟିସ ମିର୍ଜା ଓ୍ବାକସ ରଉଫ ଏବଂ ଜଷ୍ଟିସ ଜଓ୍ବାଦ-ଉଲ୍‌-ହାସନ ରହିଛନ୍ତି। ଗୁରୁବାର ଅପରାହ୍ନ ୧ଟାରେ ବେଞ୍ଚ ଇମ୍ରାନଙ୍କ ଆବେଦନ ଶୁଣାଣି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri