ଆଇଏସଆଇ ଓ ପାକିସ୍ତାନୀ ସେନାଙ୍କ ଟାର୍ଗେଟରେ ଇମ୍ରାନଙ୍କ ଘନିଷ୍ଠ ଧନିକ ସହଯୋଗୀ

ଇସଲାମବାଦ,୧୧।୭:ପାକିସ୍ତାନର ପୂବତନ ପ୍ରଧାନମନ୍ତ୍ରୀ ଦିନକୁ ଦିନ ବିବାଦ ଘେରକୁ ଟାଣି ହୋଇ ଯାଉଛନ୍ତି। ବିଭିନ୍ନ ଆପରଧିକ ମାମଲାରେ ସହ ଇମ୍ରାନ ମଙ୍ଗଳବାର ଯାଞ୍ଚ ଟିମ୍‌ ସାମ୍ନାରେ ହାଜର ହୋଇଛନ୍ତି। ତେବେ ଇମ୍ରାନ ଖାନଙ୍କ ଅର୍ଥନୈତିକ ମେରୁଦଣ୍ଡକୁ ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଏବଂ ପାକିସ୍ତାନୀ ସେନା ଶକ୍ତ ପ୍ରହାର କରିଛନ୍ତି।
ସୂଚନା ଅନୁଯାୟୀ ଇମ୍ରାନଙ୍କ ଘନିଷ୍ଠ ସହଯୋଗୀଙ୍କୁ ଟାର୍ଗେଟ କରାଯାଇଛି। ତାଙ୍କ ଘରେ ଆଇଇଡି ବିସ୍ଫୋରକ ଲଗା ଯାଇଥିଲା।

ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ କିଛି ଅଜ୍ଞାତ ଅଭିଯୁକ୍ତମାନେ ଖାଇବର ପଖତୁନଖଓ୍ବାର ସ୍ବାତ ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ତଥା ପୂର୍ବତନ ବିଧାୟକ ଫଜଲ ହାକିମଙ୍କ ଘରେ ବିସ୍ଫୋରକ ଲଗାଇଥିଲେ। ଫାସଲଙ୍କ ଘର ବାହାରେ ଲଗାଯାଇଥିବା ସିସିଟିଭି କ୍ୟାମେରାରେ ବିସ୍ପୋଟକ ଲଗାଯାଇଥିବାର ଦୃଶ୍ୟ କଏଦ ହୋଇଛି। କିଛି ଅଜ୍ଞାତ ଅଭିଯୁକ୍ତ ବିସ୍ଫୋରକ ଖଞ୍ଜିଥିଲେ। କବାଟ ଖୋଲିବା ମାତ୍ରେ ଏହା ବିସ୍ଫୋଟ ହେବ ବୋଲି ଯୋଜନା କରାଯାଇଥିଲା। ଅଭିଯୁକ୍ତ ମୁହଁକୁ ସମ୍ପୂର୍ଣ୍ଣ ଲୁଚାଇ ବିସ୍ଫୋରକ ଲଗାଇଛନ୍ତି ଏବଂ ତାପରେ ସେଠାରୁ ଶୀଘ୍ର ଚାଲିଯାଇଛନ୍ତି। ଅଭିଯୁକ୍ତଙ୍କ ଏହି କାର୍ଯ୍ୟକୁ ପଡୋଶୀ ଲୋକମାନେ ଦେଖିଥିଲେ ଏବଂ ସେମାନେ ପୋଲିସକୁ ସୂଚନା ଦେଇଥିଲେ। ଯାହା ପରେ ବୋମା ନିର୍ଷ୍କୟକାରୀ ଦଳ ଆସି ଏହି ବିସ୍ଫୋରକକୁ ନିଷ୍କ୍ରିୟ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri