ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଲା ଇମ୍ରାନ୍‌ଙ୍କ ଦଳ

ଇସ୍‌ଲାମାବାଦ,୧୨।୨: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ନିର୍ବାଚନରେ କାହାକୁ ସଂଖ୍ୟାଗରିଷ୍ଠତା ମିଳି ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ (ପିଟିଆଇ) ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଇଛି। ପିଏମ୍‌ଏଲ୍‌-ଏନ୍‌ କିମ୍ବା ପିପିପି ନେତୃତ୍ୱାଧୀନ ସରକାର ସହ ପିଟିଆଇ ମେଣ୍ଟ କରିବ ନାହିଁ। ବୋଲି ନେତା ବାରିଷ୍ଟର ଗୋହର ଅଲି ଖାନ୍‌ ଘୋଷଣା କରିଛନ୍ତି। ସରକାର ଗଢ଼ିବା ପାଇଁ ୨୬୬ ସଦସ୍ୟ ବିଶିଷ୍ଟ ନ୍ୟାଶନାଲ ଆସେମ୍ବିରେ ଆମର ଯଥେଷ୍ଟ ସଂଖ୍ୟା ନାହିଁ। ପ୍ରତିଦ୍ୱନ୍ଦ୍ୱୀ ପିଏମ୍‌ଏଲ୍‌-ଏନ୍‌ କିମ୍ବା ପିପିପି ସହ ପିଟିଆଇ ହାତ ମିଳାଇବ ନାହଁ ବୋଲି ସେ ସ୍ପଷ୍ଟ କରିଦେଇଛନ୍ତି।

ନିର୍ବାଚନରେ ଇମ୍ରାନ୍‌ଙ୍କ ଦଳ ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀମାନେ ୧୦୧ ଆସନ ଜିତିଥିବାବେଳେ ନଓ୍ବାଜ ଶରିଫଙ୍କ ପିଏମ୍‌ଏଲ୍‌-ଏନ୍‌ ୭୫, ବିଲାଓ୍ବଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପାକିସ୍ତାନ ପିପୁଲ୍ସ ପାର୍ଟି ୫୪ ଆସନ ଜିତିଥିଲା। ମୁତ୍ତାହିଦା କ୍ୱାମି ମୁଭ୍‌ମେଣ୍ଟ-ପାକିସ୍ତାନ (ଏମ୍‌କ୍ୟୁଏମ୍‌-ପି) ୧୭ ଆସନ ପାଇଥିବାବେଳେ ବାକି ୧୭ ଆସନ ଅନ୍ୟ ଛୋଟ ଦଳଗୁଡ଼ିକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri