ଜେଲ୍‌ ଯିବେ ଇମ୍ରାନ ଖାନ୍‌ଙ୍କ ସ୍ତ୍ରୀ ବୁଶ୍ରା ବିବି!

ଇସଲାମାବାଦ,୧୨।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡୁଆ ତୁଟି ନ ଥିବା ବେଳେ ଆଉ ଏକ ବିବାଦ ମୁଣ୍ଡ ଟେକିଛି। ତାଙ୍କ ସ୍ତ୍ରୀ ବୁଶ୍ରା ବିବିଙ୍କ ଉପରେ ଗିରଫର ଖଣ୍ଡା ଝୁଲୁଛି। ପାକିସ୍ତାନ ନାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ ବୁଶ୍ରା ବିବି ଓ ତାଙ୍କ ନିକଟତର ବନ୍ଧୁ ଫରହତ ଶହଜାଦିଙ୍କୁ ସମନ ପଠାଇଛି। ଅଲ କାଦିର ଟ୍ରଷ୍ଟ ଘୋଟାଲା ମାମଲାରେ ପଚରାଉଚରା ପାଇଁ ଏଜେନ୍ସି ଦୁହିଁଙ୍କୁ ନଭେମ୍ବର ୧୩ରେ ହାଜର ହେବା ପାଇଁ କହିଛି।

ସୂଚନା ଥାଉ କି, ଇମ୍ରାନ ଖାନ ଓ ବୁଶ୍ରା ବିବିଙ୍କ ଉପରେ ଘୋଟାଲାର ଅଭିଯୋଗ ରହିଛି। ଜମିଜମା ଓ ଟଙ୍କା ବଦଳରେ ଇମ୍ରାନ ରିଅଲ ଇଷ୍ଟେଷ୍ଟ କମ୍ପାନୀର କଳାଧନକୁ ଧଳା କରୁଛନ୍ତି। ରିଅଲ ଇଷ୍ଟେଷ୍ଟ ଫର୍ମ ବିଦେଶରରୁ ୫୦ ଅରବ ପାକିସ୍ତାନୀ ଟଙ୍କାକୁ ବୈଧ କରିଛନ୍ତି। ଏହା ବଦଳରେ ଇମ୍ରାନ ଓ ତାଙ୍କ ସ୍ତ୍ରୀଙ୍କୁ ବହୁ ଜମିପଟା ଓ କୋଟିକୋଟି ଟଙ୍କା ଦେଇଛନ୍ତି।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏନଏବି ଖୁବ ଶୀଘ୍ର ଯାଞ୍ଚ ପୁରା କରି ଚାର୍ଜଶିଟ ଦାଖଲ କରିବ। ଏଜେନ୍ସି ପାଖରେ ବୁଶ୍ରା ବିବିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ବୁଶ୍ରା ଇମ୍ରାନଙ୍କ ସହ ମିଶି ପାକିସ୍ତାନ ଓ ମଧ୍ୟ ଏସିଆର ବ୍ୟାଙ୍କରେ ଅରବ ପାକିସ୍ତାନୀ ଟଙ୍କା ଜମା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri