ଗିରଫ ହୋଇପାରନ୍ତି ଇମ୍ରାନ

ଇସ୍‌ଲାମାବାଦ,୨୧।୮(ପି.ଟି.): ନିଷିଦ୍ଧ ପାଣ୍ଠି ମାମଲାର ତଦନ୍ତ କରୁଥିବା ସଂଘୀୟ ତଦନ୍ତକାରୀ ସଂସ୍ଥା (ଏଫ୍‌ଆଇଏ) ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗିରଫ କରିପାରେ। ସମନ ଜାରି ସତ୍ତ୍ୱେ ଇମ୍ରାନ ଏଫ୍‌ଆଇଏରେ ହାଜର ନ ହେବାରୁ ତାଙ୍କୁ ଶୁକ୍ରବାର ପୁନର୍ବାର ନୋଟିସ ଜାରି ହୋଇଛି। ୩ ଥର ନୋଟିସ ପରେ ତାଙ୍କୁ ଗିରଫ କରାଯାଇପାରିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଇମ୍ରାନ୍‌ଙ୍କ ଦଳ ଦ୍ୱାରା ଚାଲୁଥିବା ୫ଟି କମ୍ପାନୀକୁ ଏଫ୍‌ଆଇଏ ଠାବ କରିଛି। ଆମେରିକା, ଅଷ୍ଟ୍ରେଲିଆ, କାନାଡା, ବ୍ରିଟେନ ଏବଂ ବେଲ୍‌ଜିୟମରେ କାର୍ଯ୍ୟ କରୁଥିବା ଏହି କମ୍ପାନୀ ସମ୍ପର୍କରେ ଇମ୍ରାନ ନିର୍ବାଚନ କମିଶନଙ୍କୁ ଦେଇଥିବା ରିପୋର୍ଟରେ ଉଲ୍ଲେଖ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

ବଫେଟ୍‌, ଷ୍ଟିଫେନ୍‌ଙ୍କ ସହ ଖାଇବାକୁ ୯୦ ଲକ୍ଷ ଡଲାର

ନ୍ୟୁୟର୍କ, ୧୬ା୫ : ଆମେରିକାର ବିଶିଷ୍ଟ ପୁଞ୍ଜି ନିବେଶକ ୱାରେନ ବଫେଟ୍‌ ଏବଂ ବାସ୍କେଟବଲ୍‌ ତାରକା ଷ୍ଟିଫେନ୍‌ କରିଙ୍କ ସହ ମଧ୍ୟାହ୍ନଭୋଜନ କରିବା ପାଇଁ ଜଣେ ବ୍ୟକ୍ତି…

ଭୂକମ୍ପର ଶକ୍ତ ଝଟକାରେ ଥରିଲା ଜାପାନ

ଟୋକିଓ,୧୫।୫: ଶୁକ୍ରବାର ଜାପାନର ଉତ୍ତର ଭାଗରେ 6.3 ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ମିୟାଗି ପ୍ରିଫେକ୍ଚରର ଉପକୂଳ…

ଭାରତ ଉପରେ ରୁଷିଆର ବଡ଼ ଭରସା, କହିଲା…

ମସ୍କୋ,୧୫।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାକୁ କମ କରିବାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ ବୋଲି ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭରୋଭ କହିଛନ୍ତି। ବ୍ରିକ୍ସ…

ଟ୍ରମ୍ପଙ୍କ ନଜର ସି ଜିନପିଙ୍ଗଙ୍କ ନୋଟବୁକ ଉପରେ! ବେଜିଂ ବୈଠକର ଗୋଟିଏ ଫଟୋ ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି

ଓ୍ବାଶିଂଟନ,୧୫।୫: ବେଜିଂର ଭବ୍ୟ ଗ୍ରେଟ ହଲ ଅଫ ଦି ପିପୁଲରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ…

UAE ରାଷ୍ଟ୍ରପତିଙ୍କୁ ଏମିତି କହି ସଭିଙ୍କ ମନ ଜିତିଗଲେ ମୋଦି, କହିଲେ ଆକ୍ରମଣ ଗ୍ରହଣୀୟ ନୁହେଁ

ଆବୁ ଧାବି,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର UAE ରାଷ୍ଟ୍ରପତି ମହମ୍ମଦ ବିନ ଜାଏଦ ଅଲ ନାହୟାନଙ୍କ ସହ ଆଲୋଚନା ସମୟରେ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri