ଭାରତକୁ ପୁଣି ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୩୦ା୫: ପାକିସ୍ତାନର ବର୍ତ୍ତମାନର ମିଳିତ ସରକାରକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କଡ଼ା ସମାଲୋଚନା କରିଛନ୍ତି।  ଇମ୍ରାନ ପାକିସ୍ତାନକୁ ‘ଆମେରିକୀୟ ଗୁଲାମ’ କହିଛନ୍ତି। ପେଟ୍ରୋଲିୟମ ଦ୍ରବ୍ୟର ମୂଲ୍ୟ ବୃଦ୍ଧି କରିଥିବାବେଳେ ଭାରତ ରୁଷିଆରୁ ଶସ୍ତା ତେଲ କ୍ରୟ କରି ମୂଲ୍ୟ ହ୍ରାସ କରିଛି। ଏହା ଦର୍ଶାଏ ଯେ, ଭାରତ  ସ୍ବତନ୍ତ୍ର କିନ୍ତୁ ଆମେ (ପାକିସ୍ତାନୀ) ଦାସ ଅଟୁ। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ)ର ସଭାପତି ଇମ୍ରାନ ଶେଖାବାଦରେ ଏକ ଶ୍ରମିକ ସମ୍ମିଳନୀରେ ଏହି କଥା କହିଛନ୍ତି। ଏକ ସ୍ବାଧୀନ ବୈଦେଶିକ ନୀତି ଅନୁସରଣ କରି ସେ ଭାରତକୁ ପ୍ରଶଂସା କରି କହିଛନ୍ତି, ଆମେରିକାର ପ୍ରତିବନ୍ଧକ ସତ୍ତ୍ୱେ ଭାରତ ରୁଷିଆରୁ ଅଶୋଧିତ ତୈଳ ଆମଦାନୀ କରୁଛି।

ମାତ୍ର ଆମ ସରକାର ରୁଷିଆ ସହିତ ୩୦ ପ୍ରତିଶତ ରିହାତି ମୂଲ୍ୟରେ ତେଲ କିଣିବା ପାଇଁ ଏକ ଚୁକ୍ତିନାମା କରିଛନ୍ତି। ଏକ ଷଡ଼ଯନ୍ତ୍ରରେ ଆମ ସରକାର ହଟାଗଲା। ସେ କହିଛନ୍ତି, ପାକିସ୍ତାନର ଦ୍ରୁତ ପ୍ରଗତି ପାଇଁ ଏକ ସ୍ବାଧୀନ ବୈଦେଶିକ ନୀତି ଜରୁରୀ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri