ଚାଇନାରେ ଇମ୍ରାନ ଉଠାଇଲେ କଶ୍ମୀର ପ୍ରସଙ୍ଗ

ବେଜିଂ,୮ା୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଚାଇନା ଗସ୍ତକରି ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କୁ ଭେଟିଛନ୍ତି। ଏହି ଅବସରରେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏ ନେଇ ଚାଇନା ଏବଂ ପାକିସ୍ତାନ ପକ୍ଷରୁ ଏକ ମିଳିତ ବିବୃତି ଜାରି କରାଯାଇଛି। କଶ୍ମୀର ପ୍ରସଙ୍ଗକୁ ଶାନ୍ତିପୂର୍ଣ୍ଣ ସମାଧାନ କରିବାକୁ ଚାଇନା କହିବା ସହ ପରିସ୍ଥିତିକୁ ଜଟିଳ କରୁଥିବା ଏକପାଖିଆ କାର୍ଯ୍ୟକୁ ବିରୋଧ କରିଛି। ପାକ୍‌ ଓ ଚାଇନାର ଏଭଳି ବିବୃତି ଏବଂ ଆଲୋଚନାକୁ ପୂର୍ବରୁ ଭାରତ ବିରୋଧ କରିଆସିଛି। ଜମ୍ମୁ-କଶ୍ମୀର ସର୍ବଦା ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଭାରତ ପକ୍ଷରୁ କୁହାଯାଇଛି।

ଇମ୍ରାନଙ୍କ ୪ ଦିନିଆ ଗସ୍ତର ଶେଷ ଦିନରେ ଉଭୟ ପକ୍ଷ ମଧ୍ୟରେ ଚାଇନା-ପାକିସ୍ତାନ ଇକୋନୋମିକ୍‌ କରିଡର (ସିପିଇସି)ର ମନ୍ଥର ଗତି ଓ ପାକିସ୍ତାନରେ ବିଭିନ୍ନ ପ୍ରକଳ୍ପ ପାଇଁ କାର୍ଯ୍ୟ କରୁଥିବା ଚାଇନା କର୍ମଚାରୀଙ୍କୁ ଆକ୍ରମଣ ଭଳି ପ୍ରସଙ୍ଗରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?