ଡ୍ରାଗନ୍‌କୁ ଖୁସି କରିବା ପାଇଁ ଇମ୍ରାନ୍‌ କହିଲେ ଏଭଳି…

ଲାହୋର,୩୦।୬: ଚାଇନାକୁ ଖୁସି କରିବା ଲାଗି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପ୍ରୟାସ ଜାରି ରଖିଛନ୍ତି। ଚାଇନାର କମ୍ୟୁନିଷ୍ଟ ଶାସକଙ୍କ ୧୦୦ ବର୍ଷ ଶାସନ ପୂରଣ ଲାଗି ଇମ୍ରାନ୍‌ ଏବେ ନୂଆ ରଣନୀତି ଆପଣେଇଛନ୍ତି। ଡ୍ରାଗନ୍‌କୁ ଖୁସି କରିବା ପାଇଁ ଇମ୍ରାନ୍‌ ଚାଇନାର ସରକାରୀ ଟିଭି ଚ୍ୟାନେଲ ସିଜିଟିଏନ୍‌ରେ ଏକ ସାକ୍ଷାତ୍‌କାରରେ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ଅନ୍ୟ ପାଶ୍ଚାତ୍ୟ ଦେଶ ଏବଂ ଆମେରିକା ଚାଇନା ସହିତ ବନ୍ଧୁତା ନ ରଖିବାକୁ ପାକିସ୍ତାନ ଉପରେ ଚାପ ପକାଉଥିବା ଇମ୍ରାନ୍‌ କହିଛନ୍ତି। ପାକିସ୍ତାନ ଚାଇନାର ସପକ୍ଷରେ କଥା କହୁଥିବାରୁ ଏଭଳି ନ କରିବାକୁ ଆମେରିକା ତାଗିଦ୍‌ କରୁଥିବା ସେକ କହିଛନ୍ତି। ଭାରତର ନାମ ନେଇ ଇମ୍ରାନ୍‌ କହିଛନ୍ତି ଯେ, ପଡ଼ୋଶୀ ଦେଶ ସହିତ ଯେବେ ଯେବେ ସଂଘର୍ଷ ହୋଇଛି ଚାଇନା ସବୁବେଳେ ପାକିସ୍ତାନ ସହିତ ଛିଡ଼ା ହୋଇଛି। ଇମ୍ରାନ୍‌ ଏଭଳି ମନ୍ତବ୍ୟ ଦେଇ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ କୃପାଦୃଷ୍ଟିରେ ରହିବାର ପ୍ରୟାସ କରୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri