‘ଖରାପ ଅର୍ଥନୈତିକ ସଙ୍କଟ ପାଇଁ ଇମ୍ରାନ ଦାୟୀ’

ଇସଲାମାବାଦ,୨୪ା୭: ପାକିସ୍ତାନ ଅତ୍ୟନ୍ତ ଖରାପ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଯେଉଁ କାରଣରୁ ଦେଶରେ ଖାଦ୍ୟ ଏବଂ ପାନୀୟର ମୂଲ୍ୟ ମଧ୍ୟ ଆକାଶଛୁଆଁ ହୋଇଛି। ଏହି ସମୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦୁର୍ନୀତି ଏବଂ ଖରାପ ଶାସନ ଦେଶର ଅର୍ଥନୈତିକ ସଙ୍କଟର କାରଣ। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପାକିସ୍ତାନ ପୂର୍ବରୁ ଅନେକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ତାଙ୍କ ଦଳ କ୍ଷମତାକୁ ଆସିଥିଲା।

ଇମ୍ରାନଙ୍କୁ ସମାଲୋଚନା କରି ସେ କହିଛନ୍ତି, ତାଙ୍କ ରାଜନୈତିକ ଲାଭ ପାଇଁ ସିଷ୍ଟମକୁ ନଷ୍ଟ କରିଛନ୍ତି ଏବଂ ଆତ୍ମବିଶ୍ୱାସର ଆଭିମୁଖ୍ୟରେ ଆଇଏମ୍‌ଏଫ୍‌ର ସର୍ତ୍ତ ଉଲ୍ଲଂଘନ କରାଯାଇଛି। ସେ କହିଛନ୍ତି, ପିଟିଆଇ ଅଧ୍ୟକ୍ଷ ପ୍ରମୁଖ ସହଯୋଗୀ ତଥା ବନ୍ଧୁତ୍ୱପୂର୍ଣ୍ଣ ଦେଶ ସହ ସମ୍ପର୍କକୁ ଅସ୍ଥିର କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?