ଚାଇନା ଟିକା ନେଇଥିବା ଇମ୍ରାନଙ୍କୁ କରୋନା

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ସେ ଚାଇନା ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଇଥିବାବେଳେ ସେହିଦିନ ହିଁ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଦେଇଥିଲା। ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ନିଜକୁ ଆଇସୋଲେଶନରେ ରଖିଥିବା ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀ ଫୈଜଲ ସୁଲ୍‌ତାନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପାକିସ୍ତାନରେ ସ୍ବାସ୍ଥ୍ୟକର୍ମୀଙ୍କ ସମେତ ୬୦ରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ଟିକାକରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମଘାତୀ ବମ୍ବରଙ୍କୁ ରକେଟ୍‌ ମାଡ଼ କଲା ଆମେରିକା

ଓ୍ବାଶିଂଟନ,୨୯।୮: କାବୁଲ ବିମାନ ବନ୍ଦରରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟାଇବା ଚକ୍ରାନ୍ତରେ ଥିଲା ଇସ୍ଲାମିକ ଷ୍ଟେଟ୍‌- ଖାରସାନ (ଆଇଏସ୍‌-କେ)। ହେଲେ ଏହାକୁ ପଣ୍ଡ କରି...

ପାକିସ୍ତାନ ସରକାର ବନ୍ଦ କରିବାକୁ ଯାଉଛନ୍ତି ୪ଶହ ବିଭାଗ: ଫୟାଦ ଚୌଧୁରୀ

ଇସ୍‌ଲାମାବାଦ,୧୭।୧୦: ପୁଣି ଚର୍ଚ୍ଚାରେ ଇମ୍ରାନ ଖାଁଙ୍କ ସରକାରର ମନ୍ତ୍ରୀ ଫୟାଦ ଚୌଧୁରୀ। ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସୁଥିବା ଏହି ମନ୍ତ୍ରୀ ପୁଣିଥରେ...

ଲକ୍‌ଡାଉନ୍‌ ସମୟରେ ବରଯାତ୍ରୀ ନେଇ ଯିବାରୁ ପୋଲିସ ଷ୍ଟେଶନରେ ରାତି କାଟିଲେ ବର

ଉଦ୍ଧମ ସିଂ ନଗର,୨୭।୩: କରୋନା ଭାଇରସ ସଂକ୍ରମଣକୁ ଦେଖି ଏବେ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ ଏହି ସମୟରେ ବିନା ଅନୁମତିରେ ଉତ୍ତରାଖଣ୍ଡ...

ହଂକଂରେ ଚାଇନାର ସେନା ମୁତୟନ

ବେଜିଂ, ୧୭ା୧୧(ପି.ଟି.) : ହଂକଂରେ ଗତ ୫ ମାସ ଧରି ଗଣତନ୍ତ୍ର ସପକ୍ଷବାଦୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ପ୍ରଥମ ଥର ଲାଗି ଶନିବାର ଚାଇନା ପକ୍ଷରୁ...

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ...

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ...

ଆଜି ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଚକୁଳି ପଞ୍ଚାୟତରେ ସାମାଜିକ ଦୂରତ୍ୱ ରକ୍ଷା କରି ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସରଣ୍ଡା,୬ା୪(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ କାରୋନା ସଂକ୍ରମଣକୁ ନେଇ ଆଶଙ୍କା ବଢ଼ିଚାଲିଛି। ଏଥିପାଇଁ ରାଜ୍ୟ ସରକାର ହିତାଧିକାରୀଙ୍କ ଘରକୁ ପିଡିଏସ ଚାଉଳ ଯୋଗାଣ ପାଇଁ କହିଥିବା ବେଳେ...

Advertisement
Archives

Model This Week