କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭୂମିକାରେ ରହିବେ ଇମ୍ରାନ

ଇସଲାବାବାଦ,୪ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିପକ୍ଷରେ ରବିବାର ବିରୋଧୀଙ୍କ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ନ୍ୟାଶନାଲ ଆସେମ୍ବ୍ଲିରେ ପ୍ରତ୍ୟାଖ୍ୟାନ କରାଯାଇଥିଲା। ସୋମବାର କ୍ୟାବିନେଟ୍‌ ଭଙ୍ଗ ପାଇଁ ଡେପୁଟି ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ଶୁଣାଣି ହେବ। ଏହି ମାମଲାରେ କୋର୍ଟ ସୋ ମୋଟୁ କଙ୍ଗିଜାନ୍ସ ନେଇଛନ୍ତି। ପାକିସ୍ତାନର ପ୍ରଧାନ ବିଚାରପତି ଉମର ଅତା ବନ୍ଦିଆଲ, ଜଷ୍ଟିସ ଇଜାଜୁଲ ଅହସାନ ଏବଂ ଜଷ୍ଟିସ ମହମ୍ମଦ ଅଲି ମଜହରଙ୍କୁ ନେଇ ଗଠିତ ୩ ଜଣିଆ ବେଞ୍ଚ ଏହି ମାମଲାର ଶୁଣାଣି କରିବେ। ଏହି ସମୟରେ ରାଷ୍ଟ୍ରପତି ଆରିଫ୍‌ ଅଲ୍‌ଭିଙ୍କ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ସମ୍ବିଧାନର ଧାରା ୨୨୪-ଏ (ଏ) ଅନୁଯାୟୀ ଇମ୍ରାନ ଖାନ୍‌ କାର୍ଯ୍ୟନିର୍ବାହୀ ଭୂମିକାରେ କାର୍ଯ୍ୟ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri