ଇମ୍ରାନଙ୍କ ଆବେଦନ ଖାରଜ

ଇସଲାମାବାଦ,୧୦ା୧୨: ପାନାମା ପେପର ସହ ଜଡ଼ିତ ୬ ବର୍ଷ ପୁରୁଣା ଅବମାନନା ମାମଲାରେ ପାକିସ୍ତାନର ଲାହୋର ହାଇକୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଚ୍ୟାଲେଞ୍ଜ ଆବେଦନକୁ ଖାରଜ କରିଦେଇଛନ୍ତି। ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଇମ୍ରାନଙ୍କ ବିରୋଧରେ ୬୧ ମିଲିୟନ ଡଲାର ଅବମାନନା ମାମଲା ଦାୟର କରିଥିଲେ। ଲାହୋର ଅଧିବେଶନ ଅଦାଲତ ଇମ୍ରାନଙ୍କୁ ଅବମାନନା ମାମଲାରେ ଉତ୍ତର ଦେବାର ଅଧିକାରକୁ ପ୍ରତ୍ୟାଖ୍ୟାନ କରିଥିଲେ। ଯାହା ବିରୋଧରେ ସେ ହାଇକୋର୍ଟଙ୍କୁ ସ୍ଥାନାନ୍ତର କରିଥିଲେ।

ହାଇକୋର୍ଟ ଜଷ୍ଟିସ ଚୌଧୁରୀ ମହମ୍ମଦ ଇକବଲ ଅଧିବେଶନ କୋର୍ଟର ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି। ଏପ୍ରିଲ ୨୦୧୭ରେ ଇମ୍ରାନ ଅଭିଯୋଗ କରିଛନ୍ତି ଯେ, ସୁପ୍ରିମକୋର୍ଟରେ ପାନାମା ପେପର ଫେରାଇ ଆଣିବା ପାଇଁ ଶେହବାଜ ତାଙ୍କୁ ଜଣେ ବନ୍ଧୁଙ୍କ ମାଧ୍ୟମରେ ୬୧ ମିଲିୟନ ଡଲାର ପ୍ରଦାନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫଙ୍କ ବିରୋଧରେ ପାନାମା ପେପର ମାମଲା ଚାଲିଥିଲା। ଏହି ମାମଲାରେ ନଓ୍ବାଜଙ୍କୁ ୨୦୧୭ରେ ସୁପ୍ରିମକୋର୍ଟ ଅଯୋଗ୍ୟ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri