ଇମ୍ରାନଙ୍କ ନିକଟତମ ଫବାଦ ଚୌଧୁରୀ ଗିରଫ, ଅପହରଣ ଅଭିଯୋଗ ଆଣିଲେ ସ୍ତ୍ରୀ…

ଇସଲାମାବାଦ,୪।୧୧: ପାକିସ୍ତାନ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ଫୱାଦ ଚୌଧୁରୀଙ୍କୁ ଗିରଫ କରାଯାଇଛି। ଫୱାଦ ଚୌଧୁରୀଙ୍କ ସ୍ତ୍ରୀ ହିବା ଫୱାଦ ଚୌଧୁରୀ ତାଙ୍କ ଗିରଫଦାରୀକୁ ନିଶ୍ଚିତ କରିଛନ୍ତି। ପାକିସ୍ତାନ ଭିତ୍ତିକ ଜିଓ ନ୍ୟୁଜ ଶନିବାର ରିପୋର୍ଟ କରିଛି ଫୱାଦଙ୍କୁ ଗିରଫ କରାଯିବା ପରେ ତାଙ୍କୁ ଏକ ଅଜ୍ଞାତ ସ୍ଥାନକୁ ନିଆଯାଇଛି।

ହିବା କହିଛନ୍ତି ଫୱାଦ ଙ୍କୁ ପୋଲିସ ଏବଂ ସାଦା ପୋଷାକ ପିନ୍ଧିଥିବା ବ୍ୟକ୍ତି ଗିରଫ କରିଥିଲେ। ଫୱାଦଙ୍କୁ କାହିଁକି ଗିରଫ କରାଯାଉଛି ତାହା ଆମକୁ କୁହାଯାଇ ନାହିଁ? ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଫୱାଦଙ୍କ ଗିରଫଦାରୀକୁ ନିଶ୍ଚିତ କରି କହିଛନ୍ତି ଫୱାଦଙ୍କୁ ଗିରଫ କରାଯାଇ ଅଜ୍ଞାତ ସ୍ଥାନକୁ ନିଆଯାଇଛି। ଫୱାଦ ମଧ୍ୟ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିସାରିଛନ୍ତି।

ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ପ୍ରାୟ ପାଞ୍ଚ ମାସ ପୂର୍ବେ ମେ ୨୦୨୩ରେ ଫୱାଦଙ୍କୁ ଇସଲାମାବାଦର ସୁପ୍ରିମକୋର୍ଟ (ଏସସି) ବାହାରେ ଗିରଫ କରାଯାଇଥିଲା। ଇମ୍ରାନ ଖାନଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନେତା ତଥା କର୍ମୀଙ୍କ ଉପରେ ହୋଇଥିବା କଟକଣା ସମୟରେ ତାଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ଅପହରଣ କରାଯାଇଥିବା ସ୍ତ୍ରୀ ହିବା ଏବଂ ଫଓ୍ବାଦଙ୍କ ଭାଇ ଫୈସଲ ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବିରୁଟ୍‌,୨ା୫: ଇସ୍ରାଏଲ୍‌ ଏବଂ ହେଜବୋଲ୍ଲା ମଧ୍ୟରେ ଅସ୍ତ୍ରବିରତି ସତ୍ତ୍ୱେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ୍‌ ଶନିବାର ଦକ୍ଷିଣ ଲେବାନନ୍‌ରେ ଏୟାରଷ୍ଟ୍ରାଇକ୍‌ କରିବାରୁ ଅନୂ୍ୟନ ୭ ଜଣଙ୍କ ମୃତ୍ୟୁ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ଜଣାଇଲେ ଶୁଭେଚ୍ଛା  

ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri