୧୦ ବର୍ଷରେ ଜେଲରେ ୫୪୬ କଏଦୀଙ୍କ ଯାଇଛି ଜୀବନ

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଜେଲ୍‌ ଭିତରେ ବଢ଼ୁଛି ବିଚାରାଧୀନ କଏଦୀ ଓ ଦୋଷୀ ସାବ୍ୟସ୍ତ କଏଦୀଙ୍କ ମୃତ୍ୟୁ। ଗତ ୧୦ ବର୍ଷ ଭିତରେ ଜେଲରେ ୫୪୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ସମୟ ଭିତରେ ପ୍ରାୟ ୫୧ ଜଣଙ୍କର ଜୀବନ ପୋଲିସ ହାଜତରେ ଯାଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସୋମବାର ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ୨୦୧୩ରେ ବିଚାରାଧୀନ ୩୫ ଜଣ ଓ ଦୋଷୀ ସାବ୍ୟସ୍ତ ୧୧ କଏଦୀଙ୍କୁ ମିଶାଇ ୪୬ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୦୧୪ରେ ବିଚାରାଧୀନ ୨୧ ଓ ଦୋଷୀ ସାବ୍ୟସ୍ତ ୨୨ କଏଦୀଙ୍କୁ ମିଶାଇ ୪୩ ଜଣ, ୨୦୧୫ରେ ବିଚାରାଧୀନ ୨୯ ଓ ଦୋଷୀ ସାବ୍ୟସ୍ତ ୧୭ କଏଦୀଙ୍କୁ ମିଶାଇ ମୋଟ ୪୬ ଜଣ,୨୦୧୬ରେ ବିଚାରାଧୀନ ୩୪ ଓ ଦୋଷୀ ସାବ୍ୟସ୍ତ ୧୪ କଏଦୀଙ୍କୁ ମିଶାଇ ମୋଟ ୪୮ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୧୭ରେ ବିଚାରାଧୀନ ୨୯ ଓ ଦୋଷୀ ସାବ୍ୟସ୍ତ ୧୮ କଏଦୀଙ୍କୁ ମିଶାଇ ମୋଟ ୪୭ ଜଣ ଏବଂ ୨୦୧୮ରେ ବିଚାରାଧୀନ ୨୭ ଓ ଦୋଷୀ ସାବ୍ୟସ୍ତ ୨୪ କଏଦୀଙ୍କୁ ମିଶାଇ ମୋଟ୍‌ ୫୧ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୧୯ରେ ୫୩, ୨୦୨୦ରେ ୭୮, ୨୦୨୧ରେ ୬୧ ଏବଂ ୨୦୨୨ରେ ୪୯ ଜଣଙ୍କ ଜେଲରେ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri