Posted inରାଜ୍ୟ

୧୦ ବର୍ଷରେ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଓଡ଼ିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିଛି: ଭାଜପା

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଶାସନକୁ ଆସିବା ପରେ ଆଇଟି ତଥା ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଭାରତବର୍ଷରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିଛି। ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ସ୍ପଷ୍ଟ ପରିଲକ୍ଷିତ ହେଉଛି। ୨୦୧୪ରେ ୭,୫୬୨ଟି ମୋବାଇଲ ଟାୱାର ଓଡ଼ିଶାରେ ଥିବାବେଳେ ଏବେ ପାଖାପାଖି ୪ ଗୁଣରୁ ଅଧିକ ଟାୱାର ଅର୍ଥାତ୍‌ ୨୭ ହଜାର ୫୧୩ଟି ବସିଛି। ସେହିପରି ବ୍ରଡ୍‌ ବ୍ୟାଣ୍ଡ ସଂଯୋଗ ମାତ୍ର ୬ ଲକ୍ଷରୁ କମ୍‌ ଥିବାବେଳେ ଆଜି ୨ କୋଟି ୩୬ ଲକ୍ଷ ଲୋକଙ୍କ ପାଖରେ ବ୍ରଡ୍‌ ବ୍ୟାଣ୍ଡ ସଂଯୋଗ ପହଞ୍ଚିପାରିଛି।

ଓଡ଼ିଶାର ୫୧ ହଜାର ୧୭୬ଟି ଗଁାରୁ ୪୬ ହଜାର ୮୦୧ଟି ଗଁାକୁ ଇଣ୍ଟରନେଟ୍‌ ସଂଯୋଗୀକରଣ କରାଯାଇଛି। ଗତ ୧୦ ବର୍ଷରେ ଓଡ଼ିଶାର ୩ ହଜାର ଆଦିବାସୀ ଗଁାରେ ଟାୱାର ସ୍ଥାପନ ହୋଇଛି ବୋଲି ଭାଜପା ବିଧାୟକ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂର୍ଯ୍ୟବଂଶୀ କହିଛନ୍ତି, ଓଡ଼ିଶାର ଅନେକ ଆଦିବାସୀ ଅଞ୍ଚଳରେ ଗମନାଗମନ, ମାଲ ପରିବହନ ବ୍ୟବସ୍ଥା ବର୍ତ୍ତମାନ ସୁଦ୍ଧା ସମ୍ଭବ ହୋଇପାରିନାହିଁ। କିନ୍ତୁ ସେ ଗଁାରେ ମଧ୍ୟ ଟାୱାର ବସିଛି। ଆଇଟି ପାଇଁ ଅପାର ସମ୍ଭାବନା ଥିବା ଓଡ଼ିଶାରେ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ସଂକଳ୍ପର ସିଦ୍ଧି ହୋଇପାରୁନାହିଁ ବୋଲି ସୂର୍ଯ୍ୟବଂଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri