୧୫ ଦିନରେ ୧୫ ଦେଶରେ ପହଞ୍ଚିଲା ମଙ୍କିପକ୍ଦ, ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଛୁଇଁଲା…

ଓ୍ବାଶିଂଟନ, ୨୬।୫ : କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ମଙ୍କିପକ୍ସ ଆତଙ୍କ ସୃଷ୍ଟି କରିଛି। ମାତ୍ର ୧୫ ଦିନରେ ଏହା ୧୫ଦେଶକୁ ବ୍ୟାପିଛି। ୟୁରୋପିଆନ୍‌ ୟୁନିଅନ୍‌ ଡିଜିଜ୍‌ ଏଜେନ୍ସି ତଥ୍ୟ ଅନୁସାରେ ସମ୍ପ୍ରତି ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଛୁଇଁଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚେତାବନୀ ଜାରି ହୋଇଛି ଯେ, ଏହି ସଂକ୍ରମଣକୁ ଗୁରୁତର ସହ ଗ୍ରହଣ କରାଯିବା ଜରୁରୀ।

କୌଣସି ଦେଶରେ ଗୋଟିଏ ସକ୍ରିୟ ମାମଲା ଚିହ୍ନଟ ହେଲେ ସେଠାରେ ଏହାକୁ ଆଉଟ୍‌ ବ୍ରେକ୍‌ ଭାବେ ଗ୍ରହଣ କରାଯିବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।

ମଙ୍କିପକ୍ସ ଯୋଗୁ ୟୁରୋପରେ ସ୍ଥିତି ଅଧିକ ସଙ୍କଟ ଜନକ ହୋଇଛି। ଏହା ସହିତ ଆମେରିକା, ବ୍ରିଟେନ୍‌, ଇଟାଲୀ, ଫ୍ରାନ୍ସ, ସ୍ବିଡେନ୍‌, ସ୍ପେନ୍‌, ପର୍ତ୍ତୁଗାଲ, ଅଷ୍ଟ୍ରେଲିଆ,ଜର୍ମାନୀ, ଇସ୍ରାଏଲ୍‌, କାନାଡ଼ା,ନେଦରଲାଣ୍ଡ୍‌,ବେଲଜିୟମ୍‌, ଅଷ୍ଟ୍ରିଆ ଏବଂ ସ୍ବିଜରଲାଣ୍ଡରେ ଏହାର ସଂକ୍ରମଣ ଆରମ୍ଭ ହୋଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri