Posted inଖେଳ

୧୯ରେ ଭାରତ-ପାକିସ୍ତାନ ମହାମୁକାବିଲା

କଲମ୍ବୋ,୧୨ା୭: ସ୍ଥାନୀୟ ଦାମ୍ବୁଲାରେ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ପ୍ରଥମ ଦିବସ ଜୁଲାଇ ୧୯ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହାର ଦିନକ ପରେ ଆୟୋଜକ ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ମ୍ୟାଚ ଖେଳାଯିବ ବୋଲି ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲସି) ତରଫରୁ ସୂଚନା ଦିଆଯାଇଛି।

ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଓ ବାଂଲାଦେଶ ବ୍ୟତୀତ ପ୍ରତିଯୋଗିତାରେ ଭାଗ ନେଉଥିବା ଅନ୍ୟ ୪ଟି ଦଳ ହେଲେ ଥାଇଲାଣ୍ଡ, ୟୁଏଇ, ନେପାଳ ଓ ମାଲେସିଆ। ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକୁ ଦୁଇଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି।

ଗ୍ରୁପ୍‌ ‘ଏ’ରେ ଭାରତ ସହିତ ପାକିସ୍ତାନ ୟୁଏଇ ଓ ନେପାଳ ସ୍ଥାନ ପାଇଥିବା ବେଳେ ଗ୍ରୁପ୍‌‘ବି’ରେ ବାଂଲାଦେଶ, ଶ୍ରୀଲଙ୍କା, ମାଲେସିଆ ଓ ଥାଇଲାଣ୍ଡ ରହିଛନ୍ତି। ଟୁର୍ନାମେଣ୍ଟରେ ଦୁଇ ସେମିଫାଇନାଲ ଓ ଫାଇନାଲ ସମେତ ମୋଟ ୧୫ଟି ମ୍ୟାଚ ଖେଳାଯିବ।

ଇଣ୍ଟରନ୍ୟାଶନାଲ ପ୍ଲାଟଫର୍ମରେ ସମସ୍ତ ମ୍ୟାଚଗୁଡ଼ିକର ସିଧା ପ୍ରସାରଣର ବ୍ୟବସ୍ଥା କରାଯାଇଛି। ଏସ୍‌ଏଲସିର କାର୍ଯ୍ୟନିର୍ବାହୀ କମିଟି ଓ ଏସିଆନ କ୍ରିକେଟ କାଉନ୍‌ସିଲ ମିଳିତ ଭାବେ ରବିନ ବିକ୍ରମରନେତ୍ଙ୍କୁ ଟୁର୍ନାମେଣ୍ଟ ନିର୍ଦ୍ଦେଷକ ଭାବେ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri