୨ ମାସରେ ୧୬,୮୨୦ ଲାଇସେନ୍ସ ବାତିଲ: ଡବଲ ହେଲ୍‌ମେଟ୍‌ ପାଇଁ ସର୍ବାଧିକ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନୂତନ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ପରିବହନ ବିଭାଗ ପକ୍ଷରୁ ଟ୍ରାଫିକ ନିୟମକୁ କଡାକଡି ପାଳନ କରାଯାଉଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ୩ ମାସ ଯାଏ ରଦ୍ଦ କରାଯାଉଛି। କେବଳ ଜାନୁୟାରୀ ଓ ଫେବୃୟାରୀରେ ରାଜ୍ୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଗୁଡିକ ପକ୍ଷରୁ ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୬,୮୨୦ଜଣ ଚାଳକଙ୍କ ଲାଇସେନ୍ସ ବାତିଲ କରାଯାଇଛି। ଏନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଶନିବାର ଟୁଇଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି।

ଜାନୁୟାରୀରେ ମୋଟ୍‌ ୭୯୬୦ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବାବେଳେ ଫେବୃୟାରୀରେ ଏଥିରେ ବୃଦ୍ଧି ଘଟି ୮୮୬୦ରେ ପହଞ୍ଚତ୍ଥିତ୍ଲା। ଏଥିମଧ୍ୟରେ ଦ୍ରୁତ ଗାଡ଼ି ଚାଳନା ପାଇଁ ୧୯୨୨, ମଦ୍ୟପାନ କରି ଗାଡି ଚଳାଉଥିବାରୁ ୩୧୬, ଗାଡି ଚଳାଉଥିବା ସମୟରେ ମୋବାଇଲ ଫୋନ୍‌ରେ କଥା ହେଉଥିବା ନେଇ ୧୩୨୨, ରେଡ୍‌ ଲାଇଟ୍‌ ନିୟମ ଉଲ୍ଲଂଘନ ନେଇ ୨୮୨, ଓଭର ଲୋଡିଂ ପାଇଁ ୩୮୭ , ମାଲବାହୀ ଗାଡିରେ ଯାତ୍ରୀଙ୍କୁ ନେଉଥିବାରୁ ୩୧୩, ଡବଲ ହେଲମେଟ୍‌ ପିନ୍ଧି ନ ଥିବାରୁ ସର୍ବାଧିକ ୧୧୬୧୩ଜଣ ଚାଳକଙ୍କ ଲାଇସେନ୍ସ ରଦ୍ଦ କରାଯାଇଛି। ତେବେ ବାଇକରେ ଯାଉଥିବା ସମୟରେ ଉଭୟ ଚାଳକ ଓ ପଛରେ ବସିଥିବା ଯାତ୍ରୀ ହେଲମେଟ୍‌ ପିନ୍ଧି ନ ଥିବାରୁ ଗତ ଦୁଇମାସ ମଧ୍ୟରେ ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ-୧ ପକ୍ଷରୁ ୩୦୧୬, କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ୩୦୦୩ ଓ ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ୧୪୮୩ଟି ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?