Posted inଫୁରସତ

୨ ସପ୍ତାହରେ ସୁସ୍ଥ ହେଲା ପକ୍ଷାଘାତ ମୂଷା

ବର୍ଲିନ୍‌,୨୩।୧: ପକ୍ଷାଘାତ ରୋଗ ଚିକିତ୍ସା କ୍ଷେତ୍ରରେ ବୈଜ୍ଞାନିକଙ୍କୁ ବଡ଼ ସଫଳତା ମିଳିିଛି। ମୂଷାଙ୍କ ଉପରେ ହୋଇଥିବା ଗଷେଣାରେ ପକ୍ଷାଘାତ ମୂଷା ୨ ସପ୍ତାହ ମଧ୍ୟରେ ଚାଲିବାକୁ ସକ୍ଷମ ହୋଇଛି। ଜର୍ମାନୀର ରୁର୍‌ ୟୁନିଭରସିଟି ବୋକେମ୍‌ର ଗବେଷକ ମୂଷା ମସ୍ତିଷ୍କରେ ଏକ ପ୍ରକାର ଡିଜାଇନର ପ୍ରୋଟିନ୍‌ ଇଞ୍ଜେକଶନ ବ୍ୟବହାର କରିଥିଲେ। ଏହା ଦ୍ୱାରା ନର୍ଭ ସେଲ୍‌ ପୁଣିଥରେ ତିଆରି ହୋଇ ମୂଷାର ସ୍ଥିତିରେ ଉନ୍ନତି ଘଟିଥିଲା। ଏହାପରେ ମୂଷା ଚାଲିବାକୁ ସକ୍ଷମ ହୋଇପାରିଥିଲା ବୋଲି ଗବେଷଣାର ନେତୃତ୍ୱ ନେଇଥିବା ଡାଏଟ୍‌ମାର ଫିସର ସୂଚନା ଦେଇଛନ୍ତି। ଏହି ସଫଳତା ଯୋଗୁ ପୃଥିବୀର ୫୪ ଲକ୍ଷ ପକ୍ଷାଘାତ ରୋଗୀଙ୍କ ଚିକିତ୍ସା ପାଇଁ ନୂଆ ଆଶା ଜାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri