Posted inଜାତୀୟ

୨୦୨୧ରେ ପ୍ରତିଦିନ ୧୧୫ ଦିନ ମଜୁରିଆ-୬୩ ଗୃହିଣୀ କରିଛନ୍ତି ଆତ୍ମହତ୍ୟା…

ନୂଆଦିଲ୍ଲୀ,୨୦।୧୨ : ଭାରତରେ, ୨୦୨୧ ମସିହାରେ ପ୍ରତିଦିନ ୧୧୫ ଦିନ ମଜୁରିଆ ଏବଂ ୬୩ ଗୃହିଣୀ ଆତ୍ମହତ୍ୟା କରିଥିଲେ। ଏହି ସମୟ ମଧ୍ୟରେ ଦେଶରେ ସମୁଦାୟ ୧,୬୪,୦୩୩ ଆତ୍ମହତ୍ୟା ଘଟଣା ଘଟିଥିଲା । ମଙ୍ଗଳବାର ଲୋକ ସଭାରେ ସରକାର ଏହି ସୂଚନା ଦେଇଛନ୍ତି।

ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ତଥ୍ୟ ଆଧାରରେ କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି ଯେ ଗତ ବର୍ଷ ମୋଟ ୪୨,୦୦୪ ଦିନ ମଜୁରିଆ ଏବଂ ୨୩,୧୭୯ ଗୃହିଣୀ ଆତ୍ମହତ୍ୟା କରିଛନ୍ତି। ମୋଟାମୋଟି ଭାବେ ୨୦,୨୩୧ ଆତ୍ମନିର୍ଭରଶୀଳ ବ୍ୟକ୍ତି, ୧୫,୮୭୦ ବେତନ ପ୍ରାପ୍ତ ବ୍ୟକ୍ତି, ୧୩,୭୧୪ ବେକାର, ୧୩,୦୮୯ ଛାତ୍ର, ୧୨,୦୫୫ ବ୍ୟବସାୟୀ ଏବଂ ବେସରକାରୀ ଉଦ୍ୟୋଗରେ ଜଡିତ ୧୧,୪୩୧ ଲୋକ ଗତ ବର୍ଷ ଆତ୍ମହତ୍ୟା କରିଥିଲେ।

ରାୟ କହିଛନ୍ତି ଯେ କୃଷି କ୍ଷେତ୍ରରେ ନିୟୋଜିତ ୧୦,୮୮୧ ଲୋକ, ୫,୫୬୩ କୃଷି ଶ୍ରମିକ, ୫,୩୧୮  କୃଷକ ଆତ୍ମହତ୍ୟା କରିଛନ୍ତି। ଏହା ବ୍ୟତୀତ, ୪,୮୦୬ ଏପରି ବ୍ୟକ୍ତି ମଧ୍ୟ ଆତ୍ମହତ୍ୟା କରିଛନ୍ତି ଯେଉଁମାନେ କୃଷି ଶ୍ରମିକଙ୍କ ସାହାଯ୍ୟରେ କିମ୍ବା ବିନା ନିଜ ଜମିରେ ଚାଷ କରିଥିଲେ। ସେହିପରି ୫୧୨ ଭାଗଚାଷୀ ମଧ୍ୟ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri