Posted inଜାତୀୟ

୨୦୨୨ରେ ଆତଙ୍କବାଦୀ ଆକ୍ରମଣରେ ୩୦ ସାଧାରଣ ନାଗରିକ-୩୧ ସୁରକ୍ଷା କର୍ମୀଙ୍କ ଜୀବନ ଯାଇଛି…

ନୂଆଦିଲ୍ଲୀ,୭।୨ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ୨୦୨୨ରେ ୩୦ ସାଧାରଣ ନାଗରିକ ଏବଂ ୩୧ ସୁରକ୍ଷା କର୍ମୀଙ୍କ ଜୀବନ ଯାଇଛି। ସେହିପରି ୨୨୧ ଜଣ ଆହତ ହୋଇଥିଲେ। କେନ୍ଦ୍ର ସ୍ବରାଷ୍ଟ୍ରରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକସଭାରେ ଏହି ସୂଚନା ପ୍ରଦାନ କରିଛନ୍ତି।

ମନ୍ତ୍ରୀ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ ୨୦୨୩ର ପ୍ରଥମ ମାସରେ ୭ଜଣ ସାଧାରଣ ନାଗରିକ ଏବଂ ୨୩ ଜଣ ଅନ୍ୟ ଲୋକ ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିଲେ। ସେ କହିଛନ୍ତି ଯେ ଆତଙ୍କବାଦ ବିରୋଧରେ ସରକାରଙ୍କର ଶୂନ୍ୟ ସହନଶୀଳତା ନୀତି ରହିଛି ଏବଂ ଜମ୍ମୁ-କଶ୍ମୀରରେ ସୁରକ୍ଷା ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ହୋଇଛି।

ସେ କହିଛନ୍ତି ଯେ ୨୦୨୧ ମସିହାରେ ସମୁଦାୟ ୪୧ ଜଣ ସାଧାରଣ ନାଗରିକ ଏବଂ ୪୨ ସୁରକ୍ଷା କର୍ମୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯୨ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?