୨୦୨୨ରେ ସେକେଣ୍ଡ ପିଛା ୪ରୁ ଊର୍ଦ୍ଧ୍ୱ ଛୁଆ ଜନ୍ମ ହେବେ

ଓ୍ବାଶିଂଟନ, ୧ା୧: ୨୦୨୨ରେ ବିଶ୍ୱବ୍ୟାପୀ ପ୍ରତି ସେକେଣ୍ଡରେ ୪.୩ ଜନ୍ମ ହେବେ। ସମାନ ସମୟରେ ୨ଜଣ ମୃତ୍ୟୁ ହେବ। ଏଭଳି ଆକଳନ କରିଛି ଆମେରିକାର ଜନଗଣନା ବ୍ୟୁରୋ।

ନୂଆବର୍ଷରେ ବିଶ୍ୱ ଜନସଂଖ୍ୟା ୭୮୦ କୋଟିରେ ପହଞ୍ଚତ୍ବ। ୨୦୨୧ରେ ବିଶ୍ୱ ଜନସଂଖ୍ୟା ୭.୪ କୋଟି ବଢ଼ିଛି, ଅର୍ଥାତ୍‌ ବୃଦ୍ଧି ହାର ୦.୯ ପ୍ରତିଶତ ରହିଛି ବୋଲି ଜନଗଣନା ବ୍ୟୁରୋ ପକ୍ଷରୁ କୁହାଯାଇଛି।

ଚଳିତ ବର୍ଷ ଆମେରିକା ଜନସଂଖ୍ୟା ୭,୦୭,୦୦୦ ବୃଦ୍ଧି ପାଇ ୩୩.୨୪ କୋଟିରେ ପହଞ୍ଚତ୍ଛି। ନୂଆ ବର୍ଷରେ ଆମେରିକାରେ ପ୍ରତି ୯ ସେକେଣ୍ଡରେ ଜଣେ ଶିଶୁ ଜନ୍ମ ହେବା ସହ ୧୧ ସେକେଣ୍ଡରେ ଜଣକର ମୃତ୍ୟୁ ହେବ। ସେହିପରି ପ୍ରତି ୧୩୦ ସେକେଣ୍ଡରେ ଜଣେ ବିଦେଶୀ ଆମେରିକା ଜନସଂଖ୍ୟାରେ ସାମିଲ ହେବେ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri