Posted inଜାତୀୟ

୨୪ ଘଣ୍ଟାରେ ୭ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାର ଆମ୍‌ଶିପୋରା ଗାଁରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଏହାପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ଜବାବରେ ପାଲଟା ଆକ୍ରମଣ କରାଯାଇଥିଲା। ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଶୁକ୍ରବାର କୁଲଗାମ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରମବୀର ଚକ୍ର ବିଜେତାଙ୍କ ନାମରେ ନାମିତ ହେବ ୨୧ ଦ୍ୱୀପ…

ନୂଆଦିଲ୍ଲୀ,୨୧।୧ : ବୀର ଯବାନଙ୍କୁ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏହି କ୍ରମରେ ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ବାର୍ଷିକୀ...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି।...

କଶ୍ମୀରରେ ପ୍ରବେଶ କଲା ଭାରତ ଯୋଡ଼ୋ ଯାତ୍ରା

ଶ୍ରୀନଗର,୨୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ଏବେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଛି। ଶୁକ୍ରବାର ବନିହାଲରୁ ଆରମ୍ଭ ହୋଇ କଶ୍ମୀର ଅଭିମୂଖେ...

କିଏ ସେହି ଦିଶା ରବି, ଯାହାଙ୍କୁ ଟୁଲ୍‌କିଟ୍‌ ମାମଲାରେ ଗିରଫ କରିଛି ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ ମାମଲାରେ ଦିଲ୍ଲୀ ପୋଲିସ ରବିବାର ବେଙ୍ଗାଲୁରୁରୁ ୨୧ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛି। ଚାଷୀଙ୍କ...

ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ

ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ...

କେରଳର ୮୦ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌, ୨୦ ପ୍ରତିଶତଙ୍କଠାରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା…

ଥିରୁଭାନନ୍ତପୁରମ,୨୨।୨ : କେରଳର ପ୍ରାୟ ୮୦ ଲକ୍ଷ ଲୋକଙ୍କର ଜୀବନଶୈଳୀ ରୋଗ ପାଇ ଯାଞ୍ଚ୍‌ କରାଯାଇଥିଲା ଏବଂ ସେମାନଙ୍କ ମଧ୍ୟରୁ ପ୍ରାୟ ୨୦ ପ୍ରତିଶତଙ୍କଠାରେ ଗୁରୁତର...

ନଡ୍ଡାଙ୍କ ଗସ୍ତକୁ କାଉଣ୍ଟର ଲାଗି ବିଜେଡିର ୨ ଦିନିଆ ସମ୍ମିଳନୀ

ଭୁବନେଶ୍ବର,୨୮।୯(ବ୍ୟୁରୋ): ରାଜ୍ୟରେ ଏବେ ରାଜନୈତିକ ଲଢ଼େଇ ଧୀରେ ଧୀରେ ବଢ଼ିବା ଆରମ୍ଭ କରିଛି। ଅନେକ ଦିନ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର...

Advertisement
Archives

Model This Week