୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୯୦୩ରେ ପହଞ୍ଚିଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧୮୮ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହା ପୂର୍ବରୁ ଡିସେମ୍ବର ୧୨ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୫୪ ଥିଲା। ପୁଣି ୩ ମାସ ପରେ ଦେଶରେ ସମାନ ସ୍ଥିତି ଦେଖାଦେଇଛି। ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ, ଗୁଜରାଟ, ତାମିଲନାଡୁ ଏବଂ କେରଳ ଆଦି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ହଜାର ୮୬୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌...

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ୨୦ ବର୍ଷ ତଳର ହତ୍ୟାକାରୀ

ଓ୍ବାର୍ସ,୫।୧: ମାସ୍କ ନ ପିନ୍ଧିଥିବାରୁ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବା ପରେ ୨୦ ବର୍ଷ ତଳର ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଭଳି ଘଟଣା ଘଟିଛି...

ସେପ୍ଟମ୍ବର ୧୭ରେ ରକ୍ତଦାନ ଅମୃତ ମହୋତ୍ସବ…

ନୂଆଦିଲ୍ଲୀ, ୬।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ରକ୍ତ ଦାନ ଅମୃତ ମହୋତ୍ସବ ଆରମ୍ଭ କରାଯିବ। ଏଥିପାଇଁ ଆରୋଗ୍ୟ ସେତୁ ପୋର୍ଟାଲରେ...

ଗୋଷ୍ଠୀ ସଂଘର୍ଷରେ ପୋଡ଼ିଦେଲେ ୯ ପୋଲିସ ଗାଡ଼ି: ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୩୦ା୩: ମହାରାଷ୍ଟ୍ରର ଛତ୍ରପତି ସାମ୍ଭାଜୀନଗର ଅନ୍ତର୍ଗତ କିରାଦପୁରା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ବାଇକ୍‌ରେ ଆସିଥିବା ଗୋଟିଏ ଗୋଷ୍ଠୀ ଆପତ୍ତିଜନକ ଓ ସାମ୍ପ୍ରଦାୟିକ...

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା...

ଆକ୍ରମଣ ପରେ ପ୍ରଥମ ଥର ପଶ୍ଚିମବଙ୍ଗ ଯିବେ ନଡ୍ଡା

ନୂଆଦିଲ୍ଲୀ,୨।୧: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆକ୍ରମଣ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗ ଗସ୍ତ କରିବେ। ଆସନ୍ତା ୯ତାରିଖରେ ବୀରଭୂମ ଜିଲାରେ ହେବାକୁ...

ଦିଦିଙ୍କ ଉପରେ ଘନେଇଲା ସଙ୍କଟ: ଅଭିଷେକଙ୍କ ନିକଟତମ ବିନୟଙ୍କ ଘରେ ସିବିଆଇ ଚଢ଼ାଉ

କୋଲକାତା,୩୧।୧୨: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନିକଟତମ ଥିବା ବିନୟ ମିଶ୍ରାଙ୍କ...

ବୁଧବାରରୁ କନ୍ଧମାଳ ଲକ୍‌ଡାଉନ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ...

Advertisement
Archives

Model This Week