Posted inଜାତୀୟ

୫ ବର୍ଷରେ ପଛୁଆ ବର୍ଗର ୧୫ ପ୍ରତିଶତ ବିଚାରପତି ହାଇକୋର୍ଟରେ ନିଯୁକ୍ତ…

ନୂଆଦିଲ୍ଲୀ,୧।୧ : ଗତ ପାଞ୍ଚ ବର୍ଷ ମଧ୍ୟରେ ହାଇକୋର୍ଟରେ ନିଯୁକ୍ତ ବିଚାରପତିମାନଙ୍କ ମଧ୍ୟରୁ ୧୫ ପ୍ରତିଶତରୁ କିଛି ଅଧିକ ପଛୁଆ ବର୍ଗର ଥିଲେ। ନ୍ୟାୟ ବିଭାଗ ଏକ ସଂସଦୀୟ ପ୍ୟାନେଲକୁ ଏହି ସୂଚନା ଦେଇଛନ୍ତି। ନ୍ୟାୟ ବିଭାଗ କହିଛି ଯେ ନ୍ୟାୟପାଳିକାରେ ବିଚାରପତି ନିଯୁକ୍ତିରେ ତିନି ଦଶନ୍ଧି ପ୍ରାଥମିକତା ପରେ ସ୍ଥିତି ଏଭଳି ରହିଛି।

ସୁପ୍ରିମକୋର୍ଟ ଏବଂ ହାଇକୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ପ୍ରସ୍ତାବର ଆରମ୍ଭ କଲେଜିୟମ ଦ୍ୱାରା ହୋଇଥାଏ। ତେଣୁ ଉପଯୁକ୍ତ ପ୍ରାର୍ଥୀଙ୍କ ନାମ ସୁପାରିଶ କରି ସାମାଜିକ ବିବିଧତା ସମସ୍ୟାର ସମାଧାନ ପାଇଁ ବିଭାଗ ପ୍ରାଥମିକ ପଦକ୍ଷେପ ନେବା ମୁଖ୍ୟ ଦାୟିତ୍ୱ।

ବିଭାଗ କହିଛି ଯେ ପ୍ରଚଳିତ ବ୍ୟବସ୍ଥାରେ ସରକାର କେବଳ ସେହି ବ୍ୟକ୍ତିମାନଙ୍କୁ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରିପାରିବେ, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟର କଲେଜିୟମ ସୁପାରିଶ କରିଛନ୍ତି। ବରିଷ୍ଠ ଭାରତୀୟ ଜନତା ପାର୍ଟି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ନେତୃତ୍ୱରେ ପର୍ସନାଲ, ଜନ ଅଭିଯୋଗ, ଆଇନ ଏବଂ ନ୍ୟାୟ ଉପରେ ସଂସଦୀୟ ଷ୍ଟାଣ୍ଡିଂ କମିଟି ସମ୍ମୁଖରେ ନ୍ୟାୟ ବିଭାଗ ଏକ ବିସ୍ତୃତ ଉପସ୍ଥାପନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri