୬୫ ବର୍ଷ ମଧ୍ୟରେ ବିଦ୍ୟୁତ କମ୍ପାନୀ କଲା ୪୨୨ କୋଟି ଲାଭ…

ପାଟନା,୨୮।୮ : ବିହାରର ୬୫ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ବିହାର ରାଜ୍ୟ ବିଦ୍ୟୁତ ବୋର୍ଡ (ବିଏସଇବି) ଏବଂ ଡିସକମ ୪୨୨.୬୮ କୋଟି ଲାଭ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏବଂ ସ୍ମାର୍ଟ ପ୍ରିପେଡ ଏନର୍ଜି ମିଟର ଦ୍ୱାରା ପରିଚାଳିତ ପାୱାର ଷ୍ଟେଟ ପାୱାର୍‌ ହୋଲ୍ଡିଂ କମ୍ପାନୀ ଲିମିଟେଡ ଅଧୀନରେ ଥିବା ରାଷ୍ଟ୍ରାୟତ୍ତ ବିତରଣ କମ୍ପାନୀ ଦକ୍ଷିଣ ବିହାର ପାୱାର୍‌ ବିତରଣ କମ୍ପାନୀ ଲିମିଟେଡ ୬୫ ବର୍ଷ ଇତିହାସରେ ଏହି ଲାଭ ହାସଲ କରିଛି। ଅଧିକାରୀ କହିଛନ୍ତି ୨୦୨୨-୨୩ ଆର୍ଥିକ ବର୍ଷରେ ଦକ୍ଷିଣ ବିହାର ପାୱାର୍‌ ବିତରଣ କମ୍ପାନୀ ଲିମିଟେଡ ମୋଟ ଆୟରେ ୧୭,୯୮୨ କୋଟି ଟଙ୍କା ହେବା ସହିତ ଏହା ୪୧.୫୭ ପ୍ରତିଶତ ବୃଦ୍ଧି ପଞ୍ଜିକୃତ କରିଛି। ଗତ ବର୍ଷ ୨୦୨୧-୨୨ ରେ ଏହା ୧୨,୭୦୨ କୋଟି ଟଙ୍କା ଥିଲା, ଯାହା ଏପର୍ଯ୍ୟନ୍ତ ସର୍ବାଧିକ ଅଟେ ।

ଦକ୍ଷିଣ ବିହାର ପାୱାର୍‌ ବିତରଣ କମ୍ପାନୀ ଲିମିଟେଡର ୬୩.୦୬ ଲକ୍ଷ ଗ୍ରାହକଙ୍କ ମଧ୍ୟରୁ ପ୍ରାୟ ୪୫ ଲକ୍ଷ ବର୍ତ୍ତମାନ ଏଆଇ ଆଧାରିତ ଅପ୍ଟିକାଲ ଅକ୍ଷର ଚିହ୍ନିବା (ଡସିଆର) ବିଲିଂ ସିଷ୍ଟମ ଅଧୀନରେ ଅଛି, ଯାହା ମାନୁଆଲ ଇଣ୍ଟରଫେସ ହ୍ରାସ କରି ବିଲିଂ ତ୍ରୁଟି ହ୍ରାସ କରିଥାଏ ଏବଂ ଗ୍ରାହକଙ୍କ ମିଟର ପଠନକୁ ମିଟର ରିଡର୍‌ କୁ ସହଜରେ ପଠାଇଥାଏ। ଦକ୍ଷିଣ ବିହାର ପାୱାର୍‌ ବିତରଣ କମ୍ପାନୀ ଲିମିଟେଡ ଜେନେରାଲ ମ୍ୟାନେଜର ଅରବିନ୍ଦ କୁମାର କହିଛନ୍ତି ଜୁନ ୨୦୨୨ର ପ୍ରାରମ୍ଭିକ ପର୍ଯ୍ୟାୟରେ ଆମେ ୧୧୩,୭୫୪ ଗ୍ରାହକଙ୍କ ପାଇଁ ଏଆଇ- ଆଧାରିତ ଓସିଆର ବିଲିଂ ଆରମ୍ଭ କରିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri