ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଛାତିରେ ଲାଗିଲା ଆଘାତ, ଅସ୍ତ୍ରୋପଚାର ସଫଳ

ସୋରଡ଼ା,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ସରକାରୀ ଡାକ୍ତରଖାନାରେ ବୁଧବାର ସନ୍ଧ୍ୟାରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଗୁରୁତର ଯୁବକଙ୍କ ଅସ୍ତ୍ରୋପଚାର କରାଯାଇଛି। ବ୍ଲକର ପଳାଶପଲ୍ଲୀ ଗ୍ରାମର ରିତୁ ଗଉଡ ନିଜ ଗ୍ରାମକୁ ଫେରୁଥିବା ବେଳେ ଘାଟି ରାସ୍ତାରେ ବିପରୀତ ଦିଗରୁ କେହି ଜଣେ ଧକ୍କା ଦେଇ ଚାଲିଯାଇଥିଲା। ବାମପଟ ଛାତି ତଳକୁ ଗଭୀର ଆଘାତ ସହ ୭ ଇଞ୍ଚ ପାଖାପାଖି ୨ ଫାଳ ହୋଇଯାଇଥିଲା। ସମ୍ପର୍କୀୟମାନେ ସରକାରୀ ଡାକ୍ତରଖାନାରେ ଆଣି ପହଞ୍ଚାଇବା ପରେ ୧ ଘଣ୍ଟା କାଳ ଲାଗି ଡାକ୍ତର ସନ୍ତୋଷ କୁମାର ପଣ୍ଡା ସଫଳତାର ସହ ଅସ୍ତ୍ରୋପଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri