Posted inଜାତୀୟ

ମହିଳାଙ୍କ କାନ୍ଧରେ ଗୁରୁଦାୟିତ୍ୱ: ନିଯୁକ୍ତ ହେଲେ ସିଆର୍‌ପିଏଫ ଶ୍ରୀନଗର ସେକ୍ଟରର ପ୍ରଥମ ମହିଳା ଆଇଜି

ନୂଆଦିଲ୍ଲୀ,୧।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ମୁକାବିଲା କରିବାକୁ ପ୍ରଥମଥର ଜଣେ ମହିଳା ଆଇପିଏସ୍‌ଙ୍କୁ ନିଯୁକ୍ତ କରାଯାଇଛି। ଶ୍ରୀନଗର ସେକ୍ଟରରେ ଆଇପିଏସ୍‌ ଚାରୁ ସିହ୍ନାଙ୍କୁ ସିଆର୍‌ପିଏଫର ଇନସପେକ୍ଟର ଜେନରାଲ(ଆଇଜି) ଦାୟିତ୍ୱ ଦିଆଯାଇଛି। ତେବେ ଶ୍ରୀନଗର ସେକ୍ଟରରେ ଏହି ପଦବୀ ପାଇବାରେ ଚାରୁ ହେଉଛନ୍ତି ପ୍ରଥମ ମହିଳା ଆଇପିଏସ୍‌। ୧୯୯୬ ବ୍ୟାଚ ତେଲେଙ୍ଗାନା କ୍ୟାଡରର ଆଇପିଏସ୍‌ ଚାରୁ ସିହ୍ନାଙ୍କୁ ଏହା ପୂର୍ବରୁ ମଧ୍ୟ କିଛି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଥିଲା। ଏହାପୂର୍ବରୁ ସେ ସିଆର୍‌ପିଏଫ୍‌ ବିହାର ସେକ୍ଟରର ଆଇଜି ଥିଲେ। ସେତେବେଳେ ମଧ୍ୟ ସେ ମାଓବାଦୀଙ୍କୁ କଡା ଜବାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌,ମୋଦି ବିରୋଧୀ ଏକାଠି ହୁଅନ୍ତୁ: ରାହୁଲ

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ବିରୋଧ କରୁଥିବା ଦଳଗୁଡ଼ିକ ଏକାଠି ହେବା ଆବଶ୍ୟକ ବୋଲି କଂଗ୍ରେସ ନେତା ରାହୁଲ...

ପଥର ଫିଙ୍ଗାଳିଙ୍କୁ ମିଳିବନି ସରକାରୀ ଚାକିରି, ପାସ୍‌ପୋର୍ଟ ହେବନି ଭେରିଫିକେଶନ

ଶ୍ରୀନଗର,୧ ।୮: ଜମ୍ମୁ-କଶ୍ମୀରରେ ପଥର ଫିଙ୍ଗାଳିଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପଥର ପିଙ୍ଗିବା ଭଳି ଘଟଣାରେ ସମ୍ପୃକ୍ତ ଥିବା ଯୁବକମାନଙ୍କୁ ଏଣିକି...

‘କିଛି ଲୁଚାଇବାର ନାହିଁ’

ଥିରୁଭାନନ୍ତପୁରମ,୨୨।୩: ଯୌନ ନିର୍ଯାତନା ପୀଡ଼ିତା ତଥା ଟଲିଉଡ୍‌ ଅଭିନେତ୍ରୀ ଭାବନା ମେନନଙ୍କୁ କେରଳର ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ କରତାଳି ସହ ସ୍ବାଗତ କରାଯାଇଥିଲା। ୨୦୧୭ରେ ଯୌନ...

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ...

୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ...

ସିବିଏସ୍‌ଇ ପାଠ୍ୟକ୍ରମରେ ପରିବର୍ତ୍ତନ, ଇସଲାମ୍‌ ସାମ୍ରାଜ୍ୟ-ଶୀତଳଯୁଦ୍ଧ ଅଧ୍ୟାୟ ହଟିଲା..

ନୂଆଦିଲ୍ଲୀ, ୨୩।୪ : ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସ୍‌ଇ) ପକ୍ଷରୁ ଏହାର ପାଠ୍ୟକ୍ରମରେ କେତେକ ପରିବର୍ତ୍ତନ କରାଯାଇଛି। ଗୋଷ୍ଠୀ ନିରପେକ୍ଷ ଆନ୍ଦୋଳନ, ଶୀତଳ...

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ।...

ଦିଲ୍ଲୀରେ ମୋଦିଙ୍କ ବିଶାଳ ରାଲି: ସିଏଏ ନାଗରିକତ୍ୱ ଛଡ଼ାଇନେବା ପାଇଁ ନୁହେଁ

ନୂଆଦିଲ୍ଲୀ,୨୩ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ଭାରତୀୟ ମୁସଲମାନମାନେ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି...

Advertisement
Archives

Model This Week