ବିନା ପାଇଲଟରେ ଉଡିଲା ବିମାନ, ବିଶ୍ୱରେ ପ୍ରଥମ…

କାଲିଫର୍ଣ୍ଣିଆ,୧୨।୧୨: ବିଶ୍ବରେ ପ୍ରଥମ ଥର ପାଇଁ ବିନା ପାଇଲଟରେ ବିମାନ ଉଡିଛି। ମାତ୍ର ୧୨ମିନିଟ ପାଇଁ Cessna 208B Caravan ବିମାନଟି କାଲିଫର୍ଣ୍ଣିଆର ହୋଲିଷ୍ଟର ମୁନିସପାଲ ବିମାନବନ୍ଦରରେ ସଫଳତାର ସହ ଟେକଅଫ୍‌ କରିବା ପରେ ସୁରକ୍ଷିତ ଭାବେ ଲ୍ୟାଣ୍ଡ ବି କରିଛି । ନଭେମ୍ବର ୨୧ରେ ବିମାନ ଉଡ଼ାଣ କ୍ଷେତ୍ରରେ ଏହା ଏକ ବଡ ସଫଳତା ବୋଲି କୁହାଯାଉଛି।

ଫୋବର୍ସକୁ ସାକ୍ଷାତକାର ଦେଇ ରିଲାଏବଲ ରୋବୋଟିକ୍ସର ସହ-ପ୍ରତିଷ୍ଠା ତା ତଥା ସିଇଓ ରବର୍ଟ ରୋଜ କହିଛନ୍ତି, ଲୋକପ୍ରିୟ କାର୍ଗୋ ବିମାନର ରିମୋଟ ଅପରେଶନର ଏହା ଏକ ସଫଳ ପ୍ରଦର୍ଶନ । ଏଥିରୁ ଜଣାପଡୁଛି ଯେ, ଟେକ୍ନୋଲୋଜି କାର୍ଯ୍ୟ କରୁଛି ଏବଂ ଏହା
ଆମ ଆୟତ୍ତରେ ଅଛି। ଏହି ବୈଷୟିକ ସଫଳତା ଆମକୁ ଆହୁରି ଆଗକୁ ନେବ।

କାଲିଫର୍ଣ୍ଣିଆର ମାଉଣ୍ଟେନ ଭ୍ୟୁରେ ଥିବା ଏହି କମ୍ପାନି ବିମାନ ପାଇଁ ସ୍ବୟଂଚାଳିତ ବ୍ୟବସ୍ଥା ଯୋଗାଇଥିଲା । ଯଦିଓ ବିମାନରେ କୌଣସି ପାଇଲଟ ଶାରୀରିକ ଭାବରେ ଉପସ୍ଥିତ ନ ଥିଲେ, ହେଲେ ପାଇଲଟ ଦାନା ଟମାଲିହ ୫୦ ମାଇଲ ଦୂରରେ ରହି ଏହାକୁ ଅପରେଟ କରୁଥିଲେ। କମ୍ପାନି ପକ୍ଷରୁ କୁହାଯାଇଛି ଯେ, ୩୦୦୦ ପାଉଣ୍ଡରୁ ଅଧିକ ଓଜନ ନେବାର କ୍ଷମତା ଥିବା Cessna Caravan ଛୋଟ ରନୱେରେ ଟେକଅଫ ଓ ଲ୍ୟାଣ୍ଡିଂ କରିପାରିବ


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri