Posted inଜାତୀୟ

ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଓ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି।

ଗତ ଜୁନ୍‌ ୧ରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଅରୁଣ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ଶେଷ ହେବା ପରଠୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ପଦ ଖାଲି ପଡ଼ିଛି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ମିଶ୍ରା ୨୦୨୧ ଜୁନ୍‌ରୁ ଅଧ୍ୟକ୍ଷ ଥିଲେ। ତାଙ୍କ ପରେ ଏନ୍‌ଏଚ୍‌ଆର୍‌ସି ସଦସ୍ୟା ବିଜୟା ଭାରତୀ ସାୟନି ଏହାର କାର୍ଯ୍ୟକାରୀ ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri