ଆଫଗାନିସ୍ତାନରେ ୩୦ ପ୍ରତିଶତ ବହି ଦୋକାନ ବନ୍ଦ…

କାବୁଲ,୧୩।୮ : ଅଫଗାନିସ୍ତାନରେ ପୁସ୍ତକ ବିକ୍ରେତାଙ୍କ ସମସ୍ୟାକୁ ଆକଳନ କରିବା ପାଇଁ ଗଠିତ ଏକ ଆୟୋଗ ପ୍ରକାଶ କରିଛି ଦେଶରେ ୩୦ ପ୍ରତିଶତ ପୁସ୍ତକ ବିକ୍ରେତା ଭଲ ବଜାର ଅଭାବରୁ ବ୍ୟବସାୟ ବନ୍ଦ କରି ଦେଇଛନ୍ତି।
ଟୋଲୋ ନ୍ୟୁଜକୁ ସୂଚନା ଦେଇ ଆୟୋଗର ସଦସ୍ୟ ଅବଦୁଲ ଭୋଡ ମୁଖାର୍ଜାଦା କହିଛନ୍ତି ବିକ୍ରେତାମାନେ ମଧ୍ୟ ଅଧିକ ଟିକସର ଚାପ ସେମାନଙ୍କ ଉପରେ ରହୁଥିବା ଅଭିଯୋଗ କରିଛନ୍ତି। ଯାହା ସେମାନଙ୍କ ବ୍ୟବସାୟ ହ୍ରାସ ପାଉଥିବାରୁ ସେମାନଙ୍କୁ ଦେୟ ଦେବା କଷ୍ଟକର ହୋଇପଡିଛି।

ବହୁ ପୁସ୍ତକ ବିକ୍ରେତା ଚିନ୍ତା ପ୍ରକଟ କରିଛନ୍ତି ଆଫଗାନିସ୍ତାନରେ ପୁସ୍ତକ ପଢ଼ିବାର ସଂସ୍କୃତି କ୍ଷୀଣ ହୋଇଯାଉଛି। ଆମେ ପୂର୍ବରୁ ଦିନକୁ ୫୦୦ ରୁ ଅଧିକ ପୁସ୍ତକ ବିକ୍ରି କରୁଥିଲୁ ଏବଂ ଆମର ୨୦୦ ଲାଇବ୍ରେରିଆନ ଥିଲେ। କିନ୍ତୁ ବର୍ତ୍ତମାନ ମୁଁ କହିପାରିବି ଯେ ସେମାନଙ୍କ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ।

ବାଳିକାଙ୍କ ପାଠ ପଢ଼ିବା ଉପରେ କଟକଣା ଯୋଗୁ ଛାତ୍ରୀଙ୍କ ଅଭାବ ଯୋଗୁ ବଜାରରେ ସଙ୍କଟ ଜନକ ସ୍ଥିତି ଉପୁଜିଛି। ଜଣେ ପୁସ୍ତକ ବିକ୍ରେତା ଶରିଫୁଲ୍ଲା କହିଛନ୍ତି, ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ଉପସ୍ଥିତି ଅଭାବରୁ ସମସ୍ୟା ଦେଖାଦେଇଛି। ଏହି ପ୍ରସଙ୍ଗ ପୁସ୍ତକ ବ୍ୟବସାୟ ଉପରେ ମଧ୍ୟ ପ୍ରଭାବ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri