ଆଫ୍ରିକାରେ ଦରଦାମ ବୃଦ୍ଧି ସଙ୍କଟ, ଟଙ୍କା ପାଇଁ ଲୋକେ ଆଙ୍ଗୁଠି କାଟି ବିକୁଥିବା ଗୁଜବ…

ହାରାରେ, ୧୧।୬ : ଭାରତ ସମେତ ସମଗ୍ର ବିଶ୍ୱରେ ମୁଦ୍ରାସ୍ଫୀତି ଯୋଗୁଁ ପରିସ୍ଥିତି ଖରାପ ହେବାରେ ଲାଗିଛି। ଆଫ୍ରିକୀୟ ଦେଶ ଜିମ୍ବାୱେରେ ପରିସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଏଠାକାର ଲୋକମାନେ ନିଜ ପରିବାର ପାଇଁ ଖାଦ୍ୟ ଯୋଗାଡ଼ ବ୍ୟବସ୍ଥା କରିବାରେ ସଂଘର୍ଷର ସମ୍ମୁଖୀନ ହେଉଛନ୍ତି।

ସରକାରୀ ଆକଳନ ଅନୁଯାୟୀ, ୟୁକ୍ରେନ-ରୁଷିଆ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଜିମ୍ବାୱେରେ ମୁଦ୍ରାସ୍ଫୀତି ୧୩୦ ପ୍ରତିଶତରୁ ଅଧିକ ହୋଇଛି। ଦେଶରେ ମୁଦ୍ରାସ୍ଫୀତିର ଐତିହାସିକ ସ୍ତର ଛୁଇଁଛି। ଏହି ସମୟରେ ଦେଶରେ ଇଣ୍ଟରନେଟରେ ଗୁଜବ ପ୍ରଚାରିତ ହୋଇଛି ଯେ ଜିମ୍ବାୱେରେ ଲୋକମାନେ ନଗଦ ଟଙ୍କା ପାଇଁ ଆଙ୍ଗୁଠି ବିକ୍ରି କରୁଛନ୍ତି।

ଏହି ମିଥ୍ୟା ରିପୋର୍ଟ ଏତେ ବ୍ୟାପିବାରେ ଲାଗିଛି ଯେ ଦେଶର ସୂଚନା ମନ୍ତ୍ରଣାଳୟର କାଉଣ୍ଠନେସ୍‌ ପାରାଦଜା ଏକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅନୁସନ୍ଧାନ ପରେ ଏହି ଗୁଜବକୁ ଖଣ୍ଡନ କରାଯାଇଛି। ଜିମ୍ବାୱେର ରାଜ୍ୟ ଗଣମାଧ୍ୟମ ଅନୁଯାୟୀ, ଏହି ଗୁଜବ ପ୍ରଚାର କରିବା ପାଇଁ ସ୍ଥାନୀୟ ପୋଲିସ ଏକ ରାସ୍ତାଘାଟ ବିକ୍ରେତାଙ୍କୁ ଗିରଫ କରିଛି।

 

ତଥାପି, ଏହା ସତ୍ୟ ଯେ ଜିମ୍ବାୱେବାସୀଙ୍କ ପାଇଁ ମୌଳିକ ଆବଶ୍ୟକତା ପୂରଣ କରିବା ମଧ୍ୟ କଷ୍ଟସାଧ୍ୟ ହୋଇପଡୁଛି। ସରକାରୀ ଆକଳନ ଅନୁଯାୟୀ ଜିମ୍ବାୱେର ମୁଦ୍ରାସ୍ଫୀତି ହାର ୬୬ ପ୍ରତିଶତରୁ ୧୩୦ ପ୍ରତିଶତକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?