ଏହି ସବୁ ଜିଲାରେ କୋହଳ ହେଲା କଟକଣା

ଭୁବନେଶ୍ୱର,୩୦।୫(ବ୍ୟୁରୋ): ପୁଣି ୧୬ ଦିନ ପାଇଁ ଲକ୍‌ଡାଉନ ବଢ଼ାଇଛନ୍ତି ରାଜ୍ୟ ସରକାର। ଜୁନ ୧ ତାରିଖରେ ଲକ୍‌ଡାଉନ ଶେଷ ହେବାର ଥିଲା। କିନ୍ତୁ କରୋନା ସଂକ୍ରମଣର ହାରକୁ ଦେଖି ଓଡ଼ିଶାରେ ପୁଣି ଥରେ ବଢାଇ ଦିଆଯାଇଛି ଲକ୍‌ଡାଉନ ଅବଧି। ଲକ୍‌ଡାଉନ୍‌ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ।

ସଂକ୍ରମଣ କମୁଥିବା ୩ ଟି ଜିଲାରେ ଲକଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। ସେହି ଜିଲା ଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼। ଏହି ୩ଟି ଜିଲାରେ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସବୁ ଦୋକାନ ଖୋଲା ରହିବ। କିନ୍ତୁ କେବଳ ସେଲୁନ୍‌, ସ୍ପା ଓ ମଲ୍‌ ଆଦି ବନ୍ଦ ରହିବ। ଆଗାମୀ ଦିନରେ ଯଦି ଏ ସବୁ ଜିଲାରେ ସଂକ୍ରମଣ ପୁଣି ବଢ଼େ, ତେବେ ପୁଣି କଟକଣା ଲାଗୁ ହେବ। ବାକି ୨୭ ଜିଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ ହେବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri