ଏସବୁ ଜିଲାରେ କାଳବୈଶାଖୀ : ୩ ଘଣ୍ଟା ପାଇଁ ଆଲର୍ଟ ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଓଡ଼ିଶାର ୧୦ ଜିଲାକୁ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ। ଏ ସବୁ ଜିଲାରେ କାଳବୈଶାଖୀ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଆଗାମୀ ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ଆଲର୍ଟ ଜାରି ହୋଇଛି। ପରେ ତାତିରେ ସାମାନ୍ୟ ତ୍ରାହି ମିଳିବା ନେଇ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ...

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ...

କେୱାଇସି ଅପଡେଟ୍‌ ଆଳରେ ଠକେଇ ଘଟଣା, ଆଉ ଜଣେ ଗିରଫ

କଟକ ଅଫିସ,୨୧ା୩: କେୱାଇସି ଅପଡେଟ୍‌ ଆଳରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରଫେସର ଜୟଦେବ ଜେନାଙ୍କଠାରୁ ୩ ଲକ୍ଷ ୯୯ ହଜାର ୯୯୬ ଟଙ୍କା ଠକି ନେବା ଅଭିଯୋଗରେ...

ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ...

ପୁଅର ମୃତଦେହ ଦେଖି ଟଳି ପଡ଼ିଲେ ବାପା

ବଲାଙ୍ଗୀର ଅଫିସ,୧୫ା୧: ପୁଅର ମୃତଦେହ ଦେଖି ଟଳି ପଡିଲେ ବାପା। ଦୁଇ ଜଣଙ୍କୁ ହରାଇବାର ଦୁଃଖରେ କାନ୍ଦ ବୋବାଳିରେ ଫାଟି ପଡିଲା ଘର। ଏଭଳି ଅଭାବନୀୟ...

ଏବେ ବି ଝିଅ ନିଖୋଜ

ସମ୍ବଲପୁର,୪ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡ଼ା ମହିଳା ଘାଟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଅଙ୍କୁ ବଞ୍ଚାଇବାକୁ ଯାଇ ଗୋଟିଏ ପରିବାରର ୩ ଜଣ...

ଲାମ୍ବଡା, ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ ତୃତୀୟ ଲହରର କାରଣ ହୋଇପାରେ

ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ୁଛି। ପ୍ରତିଦିନ ନୂଆ ନୂଆ ତଥ୍ୟ ଆସୁଥିବାବେଳେ ଏହାକୁ ନେଇ...

ଜେଏନ୍‌ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ...

Advertisement
Archives

Model This Week