ବାଲେଶ୍ୱରରେ ପ୍ରତାପ ଷଡଙ୍ଗୀ ଆଗୁଆ, ପଛରେ ପଡିଲେ ଶ୍ରୀକାନ୍ତ-ଲେଖାଶ୍ରୀ

ଭୁବନେଶ୍ୱର,୪।୬: ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଭାଜପା ଆଗରେ ଥିବା ବେଳେ ପଛରେ ପଡି ଯାଇଛି ବିଜେଡି ଓ କଂଗ୍ରେସ। ସେହିପରି ବାଲେଶ୍ୱରରେ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ଆଗରେ ଥିବା ବେଳେ ପଛରେ ପଡି ଯାଇଛନ୍ତି ବିଜେଡି ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତରାୟ ଓ ଶ୍ରୀକାନ୍ତ ଜେନା।

ବାଲେଶ୍ୱର ଏମପି ପ୍ରାର୍ଥୀ ପ୍ରତାପ ୮୮,୯୮୧ ଆସନରେ ଆଗୁଆ ଥିବାବେଳେ ଲେଖଶଶ୍ରୀ ୭୨,୦୪୯ ଓ ଶ୍ରୀକାନ୍ତ ୩୫,୧୭୦ ଭୋଟରେ ପଛରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର: ୨୧ରେ ଖୋଲିବ ସ୍କୁଲ

ସମ୍ବଲପୁର,୧୭।୬ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଆସନ୍ତା ୨୧ ତାରିଖରେ ସ୍କୁଲ ଖୋଲିବା ନେଇ ଭାରପ୍ରାପ୍ତ ଜିଲାପାଳ ସୁଚାରୁ ବଳ ସୂଚନା ଦେଇଛନ୍ତି ।...

କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ

ଭୁବନେଶ୍ୱର, ୧୭।୬(ଅସମାପିକା ସାହୁ): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ): ସରିଲା ଖରା ଛୁଟି। ମଙ୍ଗଳବାରଠାରୁ କଳାହାଣ୍ଡି ଜିଲାରେ ଖୋଲିବ ସ୍କୁଲ। ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲୁ ରହିବ ପାଠ ପଢା।...

ଏହି ସବୁ ଜିଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୭।୬: ଖରାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଏବେ ଜିଲାପାଳ...

ପାରମ୍ପରିକ ବାଦ୍ୟ, ନୃତ୍ୟରେ ନବ ନିର୍ବାଚିତ ଏମ୍‌ପିଙ୍କୁ ପାଛୋଟିନେଲେ

ରାଇକିଆ,୧୭।୬(ପ୍ରଦୀପ ବେହେରା): କନ୍ଧମାଳ ନବ ନିର୍ବାଚିତ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆଠାରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ବେରେଡାକିଆ ଛକଠାରୁ ପାରମ୍ପରିକ ବାଦ୍ୟ...

କେନ୍ଦୁଝରରେ ସକାଳୁଆ ସ୍କୁଲ: ଜିଲାପାଳ

କେନ୍ଦୁଝର,୧୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର କେନ୍ଦୁଝର ଜିଲାରେ ସମସ୍ତ ସ୍କୁଲ ଖୋଲିବ। ଖରା ଦିନ ଛୁଟି ପରେ ସ୍କୁଲ ଖୋଲୁ ଥିବାରୁ ପିଲାଙ୍କ ମଧ୍ୟରେ ଉତ୍ସାହ...

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।...

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri