ବରଗଡ଼ରେ ପୁଣି ୧୪୬ କରୋନା ପଜିଟିଭ୍‌ : ଏକ ସେବାଶ୍ରମର ୮ ଶିଶୁ ଆକ୍ରାନ୍ତ

ବରଗଡ଼ ଅଫିସ,୧୩ା୯: ଜିଲାରେ ରବିବାର ପୁଣି ୧୪୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ସହର ଉପକଣ୍ଠ ବରଡୋଲ ସିମେଣ୍ଟ ନଗର ନିକଟ ବିମଳାଦେବୀ ସେବାଶ୍ରମର ୧୧ ଜଣ ଅନ୍ତେବାସୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣ ଶିଶୁ ହୋଇ ଥିବାବେଳେ ଅନ୍ୟ ୩ ଜଣଙ୍କ ବୟସ ୨୦ରୁ ୫୦ ବର୍ଷ ମଧ୍ୟରେ ରହଛି।
ସୂଚନାଯୋଗ୍ୟ, ନୂଆ ପଜିଟିଭ୍‌ ଚିହ୍ନଟ ପରେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୨୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨,୬୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟମାନେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଓ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri