ବରଗଡ଼ରେ ଅଣାୟତ୍ତ କରୋନା, ଦୈନିକ ସଂକ୍ରମଣ ୫ଶହ ଟପିଲା

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ କରୋନା(କୋଭିଡ୍‌-୧୯) ସଂକ୍ରମଣର ଦ୍ୱିତୀୟ ଲହର ପ୍ରଥମ ଲହର ଅପେକ୍ଷା ଅଧିକ ଘାତକ ହୋଇ ପଡ଼ିଛି । ଜିଲାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ଢ଼େର ଗୁଣରେ ବଢ଼ି ଚାଲିଛି। ଶନିବାର ଦୈନିକ ସଂକ୍ରମଣ ୫୧୧କୁ ଛୁଇଁଛି, ଯାହାକି ଏପର୍ଯ୍ୟନ୍ତ ଜିଲାରେ ସର୍ବାଧିକ ଦୈନିକ ସଂକ୍ରମଣ। ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୦୩୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୩,୩୦୧ ଜଣ ସୁସ୍ଥ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୪୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ମଧ୍ୟ ଅନ୍ୟ ୨୬୮୮ଜଣ ସକ୍ରିୟ ରହିଛନ୍ତି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri