Advertisement

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୩୮୧

ଭଦ୍ରକ ଅଫିସ, ୨୦।୭: ରାଜ୍ୟରେ ସୋମବାରୁ ୬୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲାରୁ ରହିଛନ୍ତି ୫୮ଜଣ। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭଦ୍ରକ ଜିଲାରେ ମୋଟ ସଂଖ୍ୟା ପହଞ୍ଚିଛି ୩୮୧ରେ। ଜିଲାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍‌ଏସିରେ ୩୧ ତାରିଖଯାଏ ଲକ୍‌ଡାଉନ ଘୋଷଣା କରି ବ୍ୟାପକ ପରୀକ୍ଷା କରାଯାଉଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲ ଅଫିସରୁ ୬୩ ଲକ୍ଷ ଟଙ୍କା ଆତ୍ମସାତ

ଡାବୁଗାଁ, ୩୦।୫: ନବରଙ୍ଗପୁର ଜିଲା ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ୬୩ ଲକ୍ଷ ୬୨ ହଜାର ୭୩ରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା ଅଭିଯୋଗରେ ବରିଷ୍ଠ ରାଜସ୍ବ...

ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ

ବୁଗୁଡ଼ା,୩୦ା୬(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର...

ଏହି ରାଜ୍ୟକୁ ଆସିଲେ ଆରଟି-ପିସିଆର ରିପୋର୍ଟ ବାଧ୍ୟତାମୂଳକ

ଡେରାଡୁନ,୧୨।୭: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ଆଉ କେତେକ ରାଜ୍ୟରେ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଗତ କିଛି ଦିନରୁ ଉତ୍ତରାଖଣ୍ଡରେ...

ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ

ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ...

ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ...

ମନଲୋଭା କେନ୍ଦୁଝରର ବଡ଼ି

କେନ୍ଦୁଝର, ୨୫ା୭(ଦୀପକ ମିଶ୍ର): କେନ୍ଦୁଝରର ଓଡ଼ିଶା ପ୍ରସିଦ୍ଧ ବଡ଼ି କଥା କିଏ ନ ଜାଣେ। ଏହି ବଡିକୁ ନେଇ ଆଦର ବଢୁଥିଲେ ମଧ୍ୟ ସେପରି ଭାବେ...

ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ

କଟକ ଅଫିସ୍‌,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ଶନିବାର ସୁପ୍ରିମକୋର୍ଟ...

ହାଇଓ୍ବା ଚକା ତଳେ ଚାଲିଗଲା ଡମ୍ପର ଡ୍ରାଇଭରଙ୍କ ଜୀବନ: ଗାଡ଼ି ପଛାଉ ପଛାଉ

ପାଟଣା,୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବୈତରଣୀ ନଦୀ ପାଟନାଳି ବାଲିଘାଟରେ ରବିବାର ବିଳମ୍ବିତ ରାତ୍ରିରେରେ ଏକ ଦୁର୍ଘଟଣା ଘଟିଛି। ବାଲି ଉତ୍ତୋଳନ ବେଳେ ହାଇୱା ଚକ ତଳେ...

Advertisement
Archives

Model This Week