ଛତ୍ରପୁରରେ ଡ୍ରେନ୍‌ ଉପରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ଛତ୍ରପୁର,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଭିନ୍ନ ସ୍ଥାନରେ ଥିବା ଡ୍ରେନ୍‌ ଉପରେ ଲୋକେ ଜବରଦଖଲ କରିଛନ୍ତି। ଏଥିସହ ଡ୍ରେନ୍‌ରେ ଅଳିଆ ଆବର୍ଜନା ଆଦି ପକାଉଛନ୍ତି। ଫଳରେ ଡ୍ରେନ୍‌ ପାଣି ନିଷ୍କାସିତ ହୋଇପାରୁନି ବିଶେଷକରି ବର୍ଷାଦିନେ ପରିସ୍ଥିତି ବେହାଲ ହୋଇପଡୁଛି। ବାରମ୍ବାର ଛତ୍ରପୁର ଏନ୍‌ଏସି ପକ୍ଷରୁ ଏପରି ନ କରିବାକୁ ଲୋକଙ୍କୁ କୁହାଗଲେ ମଧ୍ୟ ଲୋକେ ଅମାନିଆ ହେଉଛନ୍ତି। ଏହା ଉପରେ ଅଙ୍କୁଶ ଲଗାଇବାକୁ ଛତ୍ରପୁର ଏନ୍‌ଏସି ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ଛତ୍ରପୁର ଏନ୍‌ଏସି ୬ ନଂ. ୱାର୍ଡର ବଜାର ମୁଖ୍ୟ ରାସ୍ତାରେ ଥିବା ଡ୍ରେନ୍‌ ଉପରୁ ଜବରଦଖଲ ଉଚ୍ଛେଦ କରାଯାଇଥିବା ନିର୍ବାହୀ ଅଧିକାରୀ ଏନ୍‌ ଗଣେଷ ବାବୁ ସୂଚନା ଦେଇଛନ୍ତି। ଏଥିସହ ଡ୍ରେନ୍‌ରେ କୌଣସି ଜିନିଷ ନ ପକାଇବାକୁ ଡ଼ାକବାଜି ଯନ୍ତ୍ର ସହାୟତାରେ ଜନସାଧାରଣଙ୍କୁ କୁହାଯାଇଛି। ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ ହେବ ବୋଲି ସତର୍କ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ବଢ଼ାଯାଉ ମାନ୍ୟତା ବୈଧତା

କଟକ ଅଫିସ,୧୪ା୮: ଘରୋଇ କଲେଜଗୁଡ଼ିକର ମାନ୍ୟତା ବୈଧତା ଅନ୍ତତଃ ଏକବର୍ଷ ବଢ଼ାଇବା ପାଇଁ ଦାବି କରାଯାଇଛି। ଏନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଅନଙ୍ଗ...

ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ : ସାମାଜିକ ଦୂରତା ଉପରେ ଦିଆଯାଉଛି ଗୁରୁତ୍ୱ

ବନ୍ତ,୧୨ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ବେରୋଜଗାରୀ ନିର୍ମାଣ ଶ୍ରମିକମାନଙ୍କୁ ୧୫ ଶହ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ସହ ଏହାକୁ ଘର...

ଜୁନାଗଡରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟର ଶୁଭାରମ୍ଭ

ଜୁନାଗଡ,୧।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ସୋମବାର ସହରାଞ୍ଚଳ ଶ୍ରମନିଯୁକ୍ତି ପଦକ୍ଷେପ (ୟୁଡବ୍ଲ୍ୟୁଇଆଇ)ପାଇଁ ଉଦିଷ୍ଟ ଥିବା କାର୍ଯ୍ୟର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ...

ବାସନାପଲ୍ଲୀ ରାଜସ୍ବ ଗ୍ରାମ ଏନ୍‌ଏସିରେ ମିଶିବାକୁ ରାଜି

ଛତ୍ରପୁର,୨୨ା୧(ଡି.ଏନ୍‌.ଏ.) -ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନ୍‌ଏସିର ଆଖପାଖ ଅଞ୍ଚଳକୁ ସାମିଲ କରି ମ୍ୟୁନିସିପାଲିଟି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ନାଉଗଁା, ୬।୪ (ସ୍ବ.ପ୍ର.)-କୋଭିଡ୍‌-୧୯ର ମୁକାବିଲା ପାଇଁ ଫିଲ୍ମ ତାରକାଙ୍କଠାରୁ ଆରମ୍ଭ କରି ବିଭିନ୍ନ ସାମାଜିକ ସଂଗଠନ ଓ ସାଧାରଣ ଲୋକେ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ...

ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର...

ଶୋଇଥିବା ବେଳେ ଘରେ ପଶିଲା ମହୁଲ ବୋଝେଇ ଟ୍ରକ: ଗୋଟିଏ ପରିବାରର ୨ ଗୁରୁତର

କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ...

ମାନୁନାହାନ୍ତି ସାମାଜିକ ଦୂରତା

ଆଠମଲ୍ଲିକ ୬।୪(ଡି.ଏନ.ଏ.)- ଆଠମଲ୍ଲିକ ସହରର ବିଭିନ୍ନ କଣ୍ଟ୍ରୋଲ ଦୋକାନରେ ଚାଉଳ, ଗହମ ଓ ସରକାରଙ୍କ ଆର୍ଥିକ ସହାୟତା ନେବାକୁ ସୋମବାର ଭିଡ ଲାଗିଥିବା ଦେଖାଯାଇଥିଲା। ଏପରି...

Advertisement

BGU

Archives

Model This Week

Why Dharitri