ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

 

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ ଗତ ୧୧ ତାରିଖ ମଧ୍ୟରେ ଉପଖଣ୍ଡର ସ୍ଥିତି ଏକ ଗ୍ରାଫ ମାଧ୍ୟମରେ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଉପଖଣ୍ଡର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୩ % ସୁସ୍ଥ ହୋଇଛନ୍ତି। ୧୬% ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ୧ ପ୍ରତିଶତ ମୃତ୍ୟୁ ହୋଇଛି। ଗୁରୁବାର ସ୍ବତନ୍ତ୍ର ଏଡିଏମ ( ଛତ୍ରପୁର ) ପାରୁଲ ପଟୱାରି ଟୁଇଟ୍‌ କରି ସୂଚନା ଦେଇ କହିଛନ୍ତି ଯେ, ଛତ୍ରପୁର ସବ୍‌ଡିଭିଜନରେ ରେକର୍ଡ ସଂଖ୍ୟକ କରୋନାରୁ ସୁସ୍ଥ ହେଲେଣି। ଗ୍ରାମାଞ୍ଚଳରେ ୭୮ ପ୍ରତିଶତ ଓ ସହରାଞ୍ଚଳରେ ୫୧ ପ୍ରତିଶତ ୱାର୍ଡ ଗ୍ରୀନ ଜୋନ୍‌ରେ ରହିଛି। ସହରାଞ୍ଚଳରେ ପଜିଟିଭ ସଂଖ୍ୟା ବୃଦ୍ଧି ପାଉଛି। କୋଭିଡ୍‌ ମନିଟର ଓ କୋଭିଡ କେୟାର କମିଟିର ସଦସ୍ୟମାନେ ସଚେତନ କରୁଛନ୍ତି। ୬୧ ଗାଁ ଓ ସହରାଞ୍ଚଳର ୨୦ ୱାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ରହିଛି। କରୋନାରୁ ସୁସ୍ଥମାନଙ୍କ ମଧ୍ୟରୁ ୮୧ ଜଣ କୋଭିଡ୍‌ ବନ୍ଧୁ ଭାବେ କାର୍ଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ କୋଭିଡ୍‌ ବନ୍ଧୁମାନେ ଫୋନ କରି ସୁବିଧା ଅସୁବିଧା ବୁଝିବା ସହ ସେମାନଙ୍କ ମନୋବଳ ବୃଦ୍ଧି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri