ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ ମଞ୍ଚ ସଂଯୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟବକ୍ତା ବିଡିିଓ ଗଦାଧର ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ଏମ୍‌ପି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଦାରିଙ୍ଗବାଡି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, କାଶ୍ମୀରା ବ୍ଲକ ମହିଳା ଫେଡେରେଶନର ସଭାନେତ୍ରୀ ରଶ୍ମିଦେବୀ ନାୟକ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ବିଡିିଓ ନିଜ ଅଭିଭାଷଣରେ କହିଥିଲେ ଯେ, ମହିଳାମାନେ ସ୍ବାବଲମ୍ବୀ ହେବା ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ଆର୍ଥିକ ସହାୟତା କରୁଛନ୍ତି। ଏହା ବର୍ଷକୁ ଦୁଇଟି କିସ୍ତିରେ ଦିଆଯିବ ପ୍ରଥମ କିସ୍ତି ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମାରେ ଓ ଦିତୀୟ କିସ୍ତି ମହିଳା ଦିବସରେ ଦିଆଯି । ବବର୍ଷକୁ ୧୦ ହଜାର ମିଳିବା ସହ ୫ ବର୍ଷ ମଧ୍ୟରେ ମୋଟ ୫୦ ହଜାର ପର୍ଯ୍ୟନ୍ତ ମିଳିବ ବୋଲି କହିଛନ୍ତି। ସ୍ବଳ୍ପ ଟଙ୍କାରେ ନିଜ ବ୍ୟବସାୟ ଆରମ୍ଭ କରିବାକୁ କହିଥିଲେ। ଆଶା କର୍ମୀ ରଶ୍ମୀ ଦିଗଲ ପ୍ରଥମ କିସ୍ତି ପାଇ ନିଜ ଖୁସି ଜଣାଇଥିଲେ ସେହିପରି ସ୍ବୟଂ ସହାୟକ ଗୋଷ୍ଠୀର ବାସନ୍ତି ନାୟକ ମଧ୍ୟ ଏହି ଯୋଜନାରେ ସାମିଲ ହୋଇ ସରକାରଙ୍କୁ ସାଧୁବାଦ ଜଣାଇଛନ୍ତି। ଏହା ସହ କେତେ ଜଣ ପିଏମ୍‌ ଆବାସ ଯୋଜନାର କାର୍ଯ୍ୟାଦେଶ ପାଇ ଖୁସିଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri