Posted inଜାତୀୟ

ରାଜଧାନୀରେ ବଦଳିଲା ପାଣିପାଗ

ନୂଆଦିଲ୍ଲୀ,୧୬।୬: ଦେଶର ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ମଧ୍ୟାହ୍ନରେ ଝିପିଝିପି ବର୍ଷା ହୋଇଛି। ଏହି ବର୍ଷା ଫଳରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଝିପିଝିପି ବର୍ଷାର ମଜା ନେଇଛନ୍ତି ଦିଲ୍ଲୀବାସୀ। ଗତ କିଛିଦିନ ହେବ ଲୋକେ ଭିଷଣ ଗରମ ଓ ଲୁ ଯୋଗୁ ଅସ୍ତବ୍ୟସ୍ତ ହୋଇ ପଡିଥିଲେ। ସକାଳୁ ସକାଳୁ ବି ତାତିରୁ ତ୍ରାହି ମିଳୁ ନ ଥିଲା।
ତେବେ ଏହି ବର୍ଷା ‘ବିପର୍ଯ୍ୟୟ’ କାରଣରୁ ହୋଇ ନ ଥିବା ସ୍ପଷ୍ଟ କରିଛନ୍ତି ପାଣିପାଗ ବିଭାଗର ବୈଜ୍ଞାନିକ। ଏହା ପୂର୍ବରୁ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ କୁଲଦୀପ ଶ୍ରୀବାସ୍ତବ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ କି ବିପର୍ଯ୍ୟୟର ପ୍ରଭାବ ମୁଖ୍ୟତଃ ପୂର୍ବ ଓ ପଶ୍ଚିମ ରାଜସ୍ଥାନରେ ଦେଖିବାକୁ ମିଳିବ। ତେଣୁ ଦିଲ୍ଲୀର ବର୍ଷାସହ ଏହାର କୌଣସି ସମ୍ପର୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri