ଇଂରାଜୀରେ ଓରିଶା ବଦଳରେ ଓଡ଼ିଶା ହାଇକୋର୍ଟ ନାଁ ଦେବାକୁ ଦାବି

ଭୁବନେଶ୍ୱର,୯ା୨(ବ୍ୟୁରୋ): ରାଜ୍ୟସଭାର ଶୂନ୍ୟକାଳରେ ହାଇକୋର୍ଟ ନାମ ପରିବର୍ତ୍ତନ ପ୍ରସଙ୍ଗ ନେଇ ଦାବି ଉପସ୍ଥାପନ କରାଯାଇଛି। ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ଏନେଇ ଦାବି କରିଛନ୍ତି। ଇଂରାଜୀରେ ଓରିଶା (ORISSA) ବଦଳରେ (ODISHA) ହାଇକୋର୍ଟ କରିବାକୁ ସେ ଦାବି କରିଛନ୍ତି। ସ୍ବତନ୍ତ୍ର ଆଇନ ବଳରେ ନାମ ପରିବର୍ତ୍ତନ ପାଇଁ ସେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଜ୍ୟର ନାମ ପୂର୍ବରୁ ORISSAରୁ ODISHAରେ ପରିବର୍ତ୍ତନ ହୋଇସାରିଛି। ଓଡ଼ିଶା ଲୋକଙ୍କ ଭାବାବେଗ ସହିତ ଜଡିତ ଥିବାରୁ ହାଇକୋର୍ଟଙ୍କ ନାମ ବି ପରିବର୍ତ୍ତନ ଆବଶ୍ୟକ ରହିଛି।

ସୂଚନାଯୋଗ୍ୟ, ପୂର୍ବରୁ ଆମ ରାଜ୍ୟର ନାମ ଇଂରାଜୀରେ ଓରିଶା (ORISSA) ଲେଖାଯାଉଥିଲା। ପରବର୍ତ୍ତୀ ସମୟରେ ରାଜ୍ୟର ନଁ ବଦଳାଇ ଓଡ଼ିଶା ହୋଇଥିଲା। ଏହା ପରେ ସରକାରୀ ଓ ବେସରକାରୀ ଫାଇଲରେ ମଧ୍ୟ ନାଁ ବଦଳିଥିଲା। ତେବେ ଆଜି ଇଂରାଜୀ ଓରିଶା ହାଇକୋର୍ଟ ବଦଳରେ ଓଡ଼ିଶା ହାଇକୋର୍ଟ ରଖିବାକୁ ଏମ୍‌ପି ଦାବି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ...

ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ...

ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌...

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି

ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ...

ରାଜ୍ୟ କ୍ୟାବିନେଟ ୩ ପ୍ରସ୍ତାବକୁ ମୋହର: ଝିଅଙ୍କୁ ମିଳିବ…

ଭୁବନେଶ୍ୱର,୧୨।୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଓଡ଼ିଶା ବେସାମରିକ...

ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri