ଇଂରାଜୀରେ ଓରିଶା ବଦଳରେ ଓଡ଼ିଶା ହାଇକୋର୍ଟ ନାଁ ଦେବାକୁ ଦାବି

ଭୁବନେଶ୍ୱର,୯ା୨(ବ୍ୟୁରୋ): ରାଜ୍ୟସଭାର ଶୂନ୍ୟକାଳରେ ହାଇକୋର୍ଟ ନାମ ପରିବର୍ତ୍ତନ ପ୍ରସଙ୍ଗ ନେଇ ଦାବି ଉପସ୍ଥାପନ କରାଯାଇଛି। ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ଏନେଇ ଦାବି କରିଛନ୍ତି। ଇଂରାଜୀରେ ଓରିଶା (ORISSA) ବଦଳରେ (ODISHA) ହାଇକୋର୍ଟ କରିବାକୁ ସେ ଦାବି କରିଛନ୍ତି। ସ୍ବତନ୍ତ୍ର ଆଇନ ବଳରେ ନାମ ପରିବର୍ତ୍ତନ ପାଇଁ ସେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଜ୍ୟର ନାମ ପୂର୍ବରୁ ORISSAରୁ ODISHAରେ ପରିବର୍ତ୍ତନ ହୋଇସାରିଛି। ଓଡ଼ିଶା ଲୋକଙ୍କ ଭାବାବେଗ ସହିତ ଜଡିତ ଥିବାରୁ ହାଇକୋର୍ଟଙ୍କ ନାମ ବି ପରିବର୍ତ୍ତନ ଆବଶ୍ୟକ ରହିଛି।

ସୂଚନାଯୋଗ୍ୟ, ପୂର୍ବରୁ ଆମ ରାଜ୍ୟର ନାମ ଇଂରାଜୀରେ ଓରିଶା (ORISSA) ଲେଖାଯାଉଥିଲା। ପରବର୍ତ୍ତୀ ସମୟରେ ରାଜ୍ୟର ନଁ ବଦଳାଇ ଓଡ଼ିଶା ହୋଇଥିଲା। ଏହା ପରେ ସରକାରୀ ଓ ବେସରକାରୀ ଫାଇଲରେ ମଧ୍ୟ ନାଁ ବଦଳିଥିଲା। ତେବେ ଆଜି ଇଂରାଜୀ ଓରିଶା ହାଇକୋର୍ଟ ବଦଳରେ ଓଡ଼ିଶା ହାଇକୋର୍ଟ ରଖିବାକୁ ଏମ୍‌ପି ଦାବି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନଚର୍ଯ୍ୟାରେ ଘଣ୍ଟା ଅପରିହାର୍ଯ୍ୟ

ବର୍ତ୍ତମାନ ସମୟରେ ସମୟ ବହୁତ ମୂଲ୍ୟବାନ୍‌ ହୋଇପଡ଼ିଛି। ଏପରିକି ବ୍ୟସ୍ତବହୁଳ ଜୀବନରେ ସମୟକୁ ସଦୁପଯୋଗ କରିବା ସବୁସ୍ତରର ବ୍ୟକ୍ତିମାନଙ୍କ ପାଇଁ ଉଦ୍ଦିଷ୍ଟ ଥାଏ। ବିଶେଷକରି ସମୟ...

ବ୍ରେନ୍‌ ମ୍ୟାପିଂ ପାଇଁ ମନାକଲେ ଅଭିଯୁକ୍ତ

ନୟାଗଡ଼ ଅଫିସ,୧୪।୧:ପରୀ ହତ୍ୟା ମାମଲାରେ ଗିରଫ କଲେଜ ଛାତ୍ରଙ୍କ ବ୍ରେନ୍‌ ମ୍ୟାପିଂ ପାଇଁ ଏସ୍‌ଆଇଟି କରିଥିବା ଆବେଦନ ଉପରେ ଜୁଭେନାଇଲ ଜଷ୍ଟିସ ବୋର୍ଡ(କିଶୋର ନ୍ୟାୟ ପରିଷଦ)ରେ...

ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ

ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା...

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି

ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ...

ରେକର୍ଡ ଭାଙ୍ଗିଲା ପୁରୀ, ଭୁବନେଶ୍ୱର

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ବର୍ଷା ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱରରେ ୬୩ ବର୍ଷର...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୮ ସ୍ଥାନରେ ଏକକାଳୀନ ଚଢାଉ

ପରଜଙ୍ଗ,୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର (ଆର୍‌ଡବ୍ଲଏସ୍‌ଏସ୍‌ ) ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଡିଭିଜନର ଅଭିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଆୟ ବର୍ହିଭୁତ...

ପୁରୀରେ ହେବ ଗ୍ରୀନଫିଲ୍ଡ ବିମାନ ବନ୍ଦର

ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍‌ଶୀଘ୍ର ଗ୍ରୀନ୍‌ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ...

Advertisement
Archives

Model This Week