Posted inଜାତୀୟ

ଭାରି ପଡୁଛନ୍ତି ଭାରତୀୟ ସେନା: ଏଲ୍‌ଏସିରେ ପାଟ୍ରୋଲିଂର ତରିକା ବଦଳାଇଲା ଚାଇନା

ନୂଆଦିଲ୍ଲୀ,୪ ।୧୦: ଚାଇନାର ଦୁଇ ପାଦ ଆଗକୁ ଦୁଇ ପାଦ ପଛକୁ ନୀତି ଯୋଗୁ ଭାରତ-ଚାଇନା ସୀମା ବିବାଦ ଶେଷ ହେଉନାହିଁ । ସେନା ତଥା କୁଟନୀତି ସ୍ତରରେ କଥାବାର୍ତ୍ତା ପରେ ବି ଚାଇନାର ଉସକାଉଥିବା ଗୁଣ ଯୋଗୁ ପରିସ୍ଥିତି ବିଗିଡି ଯାଉଛି । ଏହାପରେ ବି ଡ୍ରାଗନ ଶାନ୍ତି ଭଙ୍ଗକୁ ନେଇ ଭାରତକୁ ଦୋଷ ଦେଉଛି । ତେବେ ଚାଇନାର ଏଭଳି ଆଭିମୁଖ୍ୟର ଜବାବ ଦେବାକୁ କେବଳ ମୋଦି ସରକାର ଏଲ୍‌ଏସିରେ ଆଧୁନିକ ସଡ଼କ ନିର୍ମାଣ ନୁହେଁ ବିବାଦୀୟ ଅଞ୍ଚଳରେ ବହୁୁ ସଂଖ୍ୟାରେ ଭାରତୀୟ ସେନା ଓ ଅସ୍ତ୍ରଶସ୍ତ୍ର ମହଜୁଦ ରଖୁଥିବା ଜଣାପଡିଛି । ତେବେ ଚାଇନା ପକ୍ଷରୁ ବାରମ୍ବାର ଅନୁପ୍ରବେଶ ଉଦ୍ୟମ ଏପର୍ଯ୍ୟନ୍ତ ବି ଶେଷ ହୋଇନି । ହେଲେ ଭାରତୀୟ ସେନାର ଆଭିମୁଖ୍ୟକୁ ଦେଖି ଚାଇନା ସେନା ପାଟ୍ରୋଲିଂର ତରିକାକୁ ବଦଳାଇ ଦେଇଥିବା କୁହାଯାଉଛି । ଆସନ୍ତା ଶୀତରେ ଚାଇନା ପୁଣିଥରେ ଅନୁପ୍ରବେଶ କରି କିଛି ବଡ ଧରଣର ଘଟଣା ଘଟାଇ ପାରେ ବୋଲି ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?