Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲା ଶିବସେନାର ମୁଖପାତ୍ର ସାମନା, ଏନଡିଏରେ ୫ଟି ଦଳ ଇଣ୍ଡିଆ

ମୁମ୍ବାଇ,୩୦।୭: ଶିବସେନାର ମୁଖପାତ୍ର ତଥା ଖବରକାଗଜ ସାମନା ଭାଜପାକୁ ନିଜ ସ୍ତମ୍ଭରେ ଭର୍ତ୍ସନା କରିଛି। ପ୍ରଧାନମନ୍ତ୍ରୀ ମୋଦି ଇ.ଣ୍ଡି.ଆ ମେଣ୍ଟକୁ ସମାଲୋଚନା କରି ଏହାକୁ ଇଷ୍ଟ ଇଣ୍ଡିଆ କମ୍ପାନୀ କହି ଆଖ୍ୟା ଦେଇଥିଲେ। ଯାହାକୁ ନେଇ ମୋଦିଙ୍କୁ ଟାର୍ଗେଟ କରିଛି ସାମନା। ସାମନା କହିଛି, ବ୍ୟବସାୟୀ ହେବାରେ କୌଣସି କ୍ଷତି ନାହିଁ, କିନ୍ତୁ ବ୍ୟବସାୟ ଦେଶ ତଥା ଜନସାଧାରଣଙ୍କ ସ୍ବାାର୍ଥରେ ରହିଲେ କିଛି ଅସୁବିଧା ନାହିଁ। ଇଷ୍ଟ ଇଣ୍ଡିଆ କମ୍ପାନୀ ବାଣିଜ୍ୟ ମାଧ୍ୟମରେ ଦେଶରେ ରାଜ କରିଥିଲା, କିନ୍ତୁ ଇଷ୍ଟ ଇଣ୍ଡିଆ କମ୍ପାନୀ ଏବଂ ଏଥିରେ ସମ୍ପୃକ୍ତ ଲୋକଙ୍କ ବ୍ୟବସାୟୀ ଆଜିର ରାଜନୈତିକ ବ୍ୟବସାୟୀମାନଙ୍କ ପରି ନିଷ୍ଠୁର ନୁହଁନ୍ତି।

ସାମନାରେ ଆହୁରି କୁହାଯାଇଛି, ଇ.ଣ୍ଡି.ଆ ଆତଙ୍କବାଦୀ ବୋଲି ପ୍ରଧାନମନ୍ତ୍ରୀ ମୋଦି କହୁଛନ୍ତି। କିନ୍ତୁ ତାଙ୍କ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ରେ ଅତି କମ୍‌ରେ ପାଞ୍ଚଟି ଦଳ ଇଣ୍ଡିଆ ଅଛନ୍ତି। ଯେପରି କି ଅଲ ଇଣ୍ଡିଆ ଡିଏମକେ, ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ। ତେବେ ଏହି ଇଣ୍ଡିଆର ଲୋକମାନେ ବର୍ତ୍ତମାନ କଣ କରିବେ?


Enter your email to get our daily news in your inbox.

All Right Reserved By Dharitri.Com

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri