ଜି.ଉଦୟଗିରିରେ ପାରଦ ୪୦ ଡିଗ୍ରୀ, ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୯ା୬(ଡି.ଏନ.ଏ.): ଜି.ଉଦୟଗିରିରେ ପାରଦ ଏବେ ୪୦ ଡିଗ୍ରୀ ପାର କରିଛି। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜନ ଜୀବନ ଅସ୍ତବ୍ୟସ୍ତ ହେଉଥିବା ଦେଖିବାକୁ ମିଳିଛି। ଦିନକୁ ଦିନ ତାପମାତ୍ରା ବଢିବାରେ ଲାଗିଛି। ବୁଧବାର ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ୨୫ ଡିଗ୍ରୀ ରହିଥିଲା। ଫଳରେ ଦିନ ୧୧ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଘରୁ ବାହାରିବା ମୁସ୍କିଲ ହେଉଥିବା ବେଳେ ବଜାର ଶୂନଶାନ ରହୁଥିବା ଦେଖିବାକୁ ମିଳିଛି। ଏହା ଚଳିତ ବର୍ଷ ସର୍ବାଧିକ ତାପମାତ୍ରା ହୋଇଥିବା ବେଳେ ଏମିତି ଖରା ଆମେ ଗତ ଦଶନ୍ଧି ମଧ୍ୟରେ ଦେଖିନାହୁଁ ବୋଲି କହିଛନ୍ତି ବରିଷ୍ଠ ନାଗରିକ ବିନୋଦ ବିହାରୀ ଦାଶ। ଅନାବଶ୍ୟକ ଭାବେ କଂକ୍ରିଟ ରାସ୍ତା ସହରରେ ବଢିବା ସହିତ ଜଙ୍ଗଲ ନଷ୍ଟ ଏହାର ପ୍ରମୁଖ କାରଣ ହୋଇଥିବା ବେଳେ ଏନ୍‌ଏସି କଂକ୍ରିଟ ରାସ୍ତା ନିର୍ମାଣ କରିବା ସମୟରେ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri