ଗାଡ଼କଣରେ ମୋଦି, ପ୍ରଧାନମନ୍ତ୍ରୀଙ୍କୁ କ୍ଷିରୀ ଖୁଆଇ ମହିଳା କହିଲେ….

ଭୁବନେଶ୍ୱର,୧୭।୯: ଭୁବନେଶ୍ୱରେ ପହଞ୍ଚିବା ପରେ ମୋଦି ସେଠାରୁ ସ୍ବତନ୍ତ୍ର କାର୍କେଟ ଯୋଗେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ।
ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝି, ବିଭାଗୀୟ ମନ୍ତ୍ରୀ ଭାଜପା ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ଏ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷିରୀ ପ୍ରସ୍ତୁତି ହୋଇଥିଲା। ଅନ୍ତର୍ଯ୍ୟାମୀଙ୍କ ବୋହୂ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଥିଲେ। ଏ ନେଇ ସେ ବେଶ ଖୁସି ଥିଲେ। ତାଙ୍କ ହାତର କ୍ଷିରୀ ପ୍ରଧାନମନ୍ତ୍ରୀ ଖାଇଲେ ଏହା ତାଙ୍କ ପାଇଁ ବୋହୂତ ବଡ଼ କଥା ବୋଲି ସେ କହିଛନ୍ତି। ଓଡ଼ିଶାରେ ମୋଦିଙ୍କୁ ଦେଖି ଚଳଚଞ୍ଚଳ ହୋଇ ଉଠିଛି ଜନତାମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା।

ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ। ତା ପୂର୍ବରୁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ୧ ଟଙ୍କା ଲେଖାଏ ପଠାଇଛନ୍ତି। ଏନେଇ ମୋବାଇଲକୁ କନଫର୍ମେସନ ମଧ୍ୟ ମେସେଜ ଆସିଛି। ତେବେ ମେସେଜ ଆସି ନ ଥିବା ହିତାଧୀକାରୀ ଚିନ୍ତିତ ଅଛନ୍ତି ଯେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ କି ନାହିଁ। ଏସବୁ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆକାଉଣ୍ଟକୁ ୧ ଟଙ୍କା ନ ଆସିଥିଲେ ବି ୧୭ରେ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଆକାଉଣ୍ଟକୁ ୧ ଟଙ୍କା ପଠାଯିବା ଏକ ଟ୍ରାଏଲ ରନ ଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri