ଗଞ୍ଜାମରେ କରୋନା ନେଲାଣି ୨୦୦ ଜୀବନ

ଛତ୍ରପୁର, ୫ା୯(ଡି.ଏନ୍‌.ଏ.)- କରୋନାରେ ଗଞ୍ଜାମ ଜ଼ିଲାର ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଜ଼ିଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ ଜିଲାରେ ମୃତ୍ୟୁ ସଂଖ୍ୟା କମୁ ନ ଥିବାରୁ ଚିନ୍ତା ବଢିଛି । ଆକ୍ରାନ୍ତଙ୍କ ମଧ୍ୟରେ କେତେଜଣଙ୍କ ମଧୁମେହ, ରକ୍ତଚାପ ଆଦି ଅନ୍ୟ ରୋଗ ଥିବାରୁ ସେମାନଙ୍କ ମୃତ୍ୟୁ ହେଉଥିବା କୁହାଯାଇଛି । ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି ଯେ, ଜିଲାରେ ବର୍ତ୍ତମାନ ସୁଦ୍ଧା ୧୮,୫୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭,୩୭୪ ଜଣ ସୁସ୍ଥ ହୋଇଛନ୍ତି । ଯାହାକି ୯୩.୭ ପ୍ରତିଶତ । ଏବେ ଗଞ୍ଜାମରେ ୯୬୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । କରୋନାରେ ୨୦୦ ଜଣଙ୍କ ମୃତ୍ୟୁ ହୋଇଛି। ଅଣ କୋଭିଡ୍‌ରେ ୮ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ୧୦ରେ ଓଡ଼ିଶାର ଦୁଇ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଏଜୁକେଶନ ଓ୍ବାର୍ଲଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୧-୨୨ର ଦୁଇଟି ବର୍ଗରେ ଶ୍ରେଷ୍ଠ ୧୦ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଦ୍ୱାରା ପରିଚାଳିତ ଦୁଇଟି ସ୍କୁଲ...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି।...

ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା...

ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ...

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ...

ପ୍ରତିଦ୍ୱନ୍ଦ୍ୱିତାରେ ପୁରୁଖା ନେତା

ଚଣ୍ଡିଖୋଲ,୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୧୯ ନଂ. ଜୋନ୍‌ ଜିଲା ପରିଷଦ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ, ଭାଜପା ଓ...

କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ...

ଭାରତ ‘ବିଶ୍ୱ ହକି କପ୍‌ ଜିତିଲେ ଖେଳାଳିଙ୍କୁ କୋଟିଏ ଲେଖାଏଁ ପୁରସ୍କାର’

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ...

Advertisement
Archives

Model This Week