ଗଞ୍ଜାମରେ କରୋନା ନେଲା ୨ ମହିଳାଙ୍କ ଜୀବନ: ଜିଲାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ୨ ମହିଳାଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ମୃତକ ୪୮ ଓ ୩୯ ବର୍ଷୀୟ ମହିଳା ଓ ସେମାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଏହା ସହ କ୍ରୋନିକ କିଡନୀ ରୋଗୀ ମଧ୍ୟ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁତ୍ରା ବ୍ଲକରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କୁରୁଞ୍ଜାଠାରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଅପରାହ୍ନରେ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିି ନାହିଁ। ସୂଚନାଯୋଗ୍ୟ,...

ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ...

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା...

ମାଲେସିଆରୁ ଆସିପାରୁ ନାହାନ୍ତି ନବଦମ୍ପତି

ନବରଙ୍ଗପୁର,୨୦।୩(ବି.ପ୍ର.) – ବିମାନ ଆସୁ ନ ଥିବାରୁ ନବରଙ୍ଗପୁର ସହରରୁ ହନିମୁନ ପାଇଁ ମାଲେସିଆ ଯାଇଥିବା ନବଦମ୍ପତି ଓଡିଶା ଆସିପାରୁ ନାହାନ୍ତି । ମାଲେସିଆର କୁଆଲାଲମ୍ପୁର...

ତିରୁପତିରୁ ଫେରିଲେ ୧୨୧ ପ୍ରବାସୀ

ରାୟଗଡ଼ା ଅଫିସ, ୨୮ା୬: ତିରୁପତିରେ ଫସିଥିବା ୧୨୧ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ରବିବାର ସକାଳେ ରାୟଗଡ଼ାରେ ପହଞ୍ଚିଛି। ଏମାନେ ସମସ୍ତେ...

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚରେ କଟକ ବିଡ଼ାନାସୀ ବିଜୟୀ

ଗଣିଆ,୨୧ା୧(ଡି.ଏନ.ଏ.): ଗଣିଆ ମହାବୀର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଗଣିଆ ମିନି ଷ୍ଟାଡିୟମରେ ସୋମବାର ରାଜ୍ୟସ୍ତରୀୟ ଗଣିଆ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ...

ଜାପାନୀ ଜ୍ୱରରେ ଛାତ୍ର ଆକ୍ରାନ୍ତ: ମଢ଼ିଆଳିରେ ପହଞ୍ଚିଲେ ଡାକ୍ତରୀ ଟିମ୍‌

ଭଣ୍ଡାରିପୋଖରୀ, ୨୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଢିଆଳି ଗ୍ରାମର ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ...

ପାରାଦୀପରେ ‘ବୁଲ୍‌ବୁଲ୍‌’: ବିଦ୍ୟୁତ୍‌ ସେବା ବନ୍ଦ

ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି...

Coronavirus Update


Archives

Model This Week

Why Dharitri